ଆଦି ପୁସ୍ତକ 27:45
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
କିଛି ସମୟପରେ ତୁମ୍ଭ ଭାଇ ଭୁଲିଯିବେ ତୁମ୍ଭେ ତାଙ୍କ ପ୍ରତି କ'ଣ କରିଥିଲ। ତା'ପରେ ମୁଁ ଚାକର ପଠାଇ ତୁମ୍ଭକୁ ନଇେ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଚାହୁଁ ନାହିଁ।
World English Bible
until your brother's anger turn away from you, and he forgets what you have done to him. Then I will send, and get you from there. Why should I be bereaved of you both in one day?"