ଆଦି ପୁସ୍ତକ 40:16
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ପ୍ରଧାନ ରୋଟୀ ବନଇବୋ ବ୍ଯକ୍ତି ଦେଖିଲା ଅନ୍ୟ ଭୃତ୍ଯର ସ୍ବପ୍ନର ଉତ୍ତର ଅର୍ଥ ଥିଲା। ତେଣୁ ସୂପକାର ଯୋଷଫେକୁ କହିଲା, ମୁଁ ମଧ୍ଯ ଏକ ସ୍ବପ୍ନ ଦେଖିଲି। ମାରେ ସ୍ବପ୍ନ ରେ ମାେ ମସ୍ତକ ଉପରେ ତିନୋଟି ଶୀଷା ଡ଼ାଲା ଥିଲା।
World English Bible
When the chief baker saw that the interpretation was good, he said to Joseph, "I also was in my dream, and, behold, three baskets of white bread were on my head.