ଆଦି ପୁସ୍ତକ 8:11
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ସହେି ଦିନ ସଂଧ୍ଯା ସମୟରେ ସହେି କପୋତଟି ତା'ର ଥଣ୍ଟ ରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ୟାଇଅଛି।
World English Bible
The dove came back to him at evening, and, behold, in her mouth was an olive leaf plucked off. So Noah knew that the waters were abated from off the earth.