ଏବ୍ରୀ 11:18
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ପରମେଶ୍ବର ଅବ୍ରହାମଙ୍କୁ କହି ସାରିଥିଲେ ଯେ, ଇସହାକଙ୍କ ଦ୍ବାରା ତୁମ୍ଭର ବଂଶଧରମାନେ ଆସିବେ। କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ବାସ ଥିବାରୁ ଅବ୍ରହାମ ଏପରି କଲେ।
World English Bible
even he to whom it was said, "In Isaac will your seed be called;"