Home
Bibles
Bible Study with Steffi
Parallel ଏବ୍ରୀ 7
Aa
Parallel ଏବ୍ରୀ
Chapter 7
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
1
For this Melchizedek, king of Salem, priest of God Most High, who met Abraham returning from the slaughter of the kings and blessed him,
2
ୟୁଦ୍ଧ ରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମଲ୍କୀଷଦକଙ୍କେୁ ଦେଲେ। ମଲ୍କୀଷଦକେ ନାମର ଅର୍ଥ : ପ୍ରଥମଟି ହେଉଛି ଧର୍ମରାଜା ଓ ଦ୍ବିତୀୟଟି ହେଲା ଶାଲମରେ ରାଜା ଅର୍ଥାତ୍ ଶାନ୍ତିର ରାଜା।
2
to whom also Abraham divided a tenth part of all (being first, by interpretation, king of righteousness, and then also king of Salem, which is king of peace;
3
କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।
3
without father, without mother, without genealogy, having neither beginning of days nor end of life, but made like the Son of God), remains a priest continually.
4
ମଲ୍କୀଷଦକେ କେତେ ମହାନ୍ ବ୍ଯକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ୟୁଦ୍ଧ ରେ ଯାହା କିଛି ଜିତି ଥିଲେ ତାର ଏକ ଦଶମାଂଶ ମଲ୍କୀଷଦକଙ୍କେୁ ଦେଲେ।
4
Now consider how great this man was, to whom even Abraham, the patriarch, gave a tenth out of the best spoils.
5
ବ୍ଯବସ୍ଥା ଅନୁସାରେ ଲବେୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜେଲାକ ୟିହୁଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।
5
They indeed of the sons of Levi who receive the priest's office have a commandment to take tithes of the people according to the law, that is, of their brothers, though these have come out of the loins of Abraham,
6
ମଲ୍କୀଷଦକେ ଲବେୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
6
but he whose genealogy is not counted from them has taken tithes of Abraham, and has blessed him who has the promises.
7
ସମସ୍ତେ ଜାଣନ୍ତେ ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
7
But without any dispute the less is blessed by the better.
8
ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସମାନେେ ସାଧାରଣ ମନୁଷ୍ଯ ପରି ବଞ୍ଚି ପରିଶଷେ ରେ ମୃତ୍ଯୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷଦକେ ଶାସ୍ତ୍ର ଅନୁସାରେ ଏବେ ମଧ୍ଯ ଜୀବିତ।
8
Here people who die receive tithes, but there one receives tithes of whom it is testified that he lives.
9
ଲବେୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତବେେଳେ ଅବ୍ରହାମ ମଲ୍କୀଷଦକଙ୍କେୁ ଦଶମାଂଶ ଦେଲେ, ତା'ର ଅର୍ଥ ଲବେୀ ମଧ୍ଯ ତାହା ଦେଲେ।
9
So to say, through Abraham even Levi, who receives tithes, has paid tithes,
10
ଲବେୀ ସେ ପର୍ୟ୍ଯନ୍ତ ଜନ୍ମ ନ ହାଇେଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷଦକଙ୍କେୁ ଭଟେିବା ସମୟରେ ଲବେୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀର ରେ ଥିଲେ।
10
for he was yet in the loins of his father when Melchizedek met him.
11
ଲବେୀ ପରିବାରବର୍ଗଙ୍କ308 ଯାଜକମାନଙ୍କର ପଦ୍ଧତି ଅନୁଯାଯୀ ଲୋକଙ୍କୁ ବ୍ଯବସ୍ଥା ପ୍ରଦତ୍ତ ହାଇେଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ବାରା ଲୋକମାନଙ୍କୁ ଆଧ୍ଯାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ଯକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକର ଆବଶ୍ଯକ ଥିଲା।
11
Now if there was perfection through the Levitical priesthood (for under it the people have received the law), what further need was there for another priest to arise after the order of Melchizedek, and not be called after the order of Aaron?
12
ଯେତବେେଳେ ଯାଜକର ପରିବର୍ତ୍ତନ ହୁଏ ସତେ ବେଳେ ବ୍ଯବସ୍ଥାର ମଧ୍ଯ ପରିବର୍ତ୍ତନ ଆବଶ୍ଯକ ହାଇେଥାଏ।
12
For the priesthood being changed, there is of necessity a change made also in the law.
13
ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟ ରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସହେି ଗୋଷ୍ଠୀର କହେି କବେେ ହେଲେ ଆଗରୁ ଯାଜକ ଭାବେ ବଦେୀ309 ରେ ସବୋ କରି ନ ଥିଲେ।
13
For he of whom these things are said belongs to another tribe, from which no one has officiated at the altar.
14
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ୟିହୂଦାଙ୍କ ଗୋଷ୍ଠୀ ରେ ଜାତ। ମାତ୍ର ସହେି ଗୋଷ୍ଠୀର ଯାଜକମାନଙ୍କ ବିଷୟ ରେ ମାଶାେ କହିନାହାଁନ୍ତି।
14
For it is evident that our Lord has sprung out of Judah, about which tribe Moses spoke nothing concerning priesthood.
15
ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକ ଅଛନ୍ତି।
15
This is yet more abundantly evident, if after the likeness of Melchizedek there arises another priest,
16
ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।
16
who has been made, not after the law of a fleshly commandment, but after the power of an endless life:
17
ଶାସ୍ତ୍ର ରେ ତାଙ୍କ ବିଷୟ ରେ କୁହାୟାଇଛି : ତୁମ୍ଭେ ମଲ୍କୀଷଦକଙ୍କେ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।310
17
for it is testified, "You are a priest forever, According to the order of Melchizedek."
18
ପୂର୍ବ ବ୍ଯବସ୍ଥା ଦୁର୍ବଳ ଓ ବ୍ଯର୍ଥ ହାଇେଥିବାରୁ ଲୋପ କରି ଦିଆ ହେଲା।
18
For there is an annulling of a foregoing commandment because of its weakness and uselessness
19
ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।
19
(for the law made nothing perfect), and a bringing in thereupon of a better hope, through which we draw near to God.
20
ଯୀଶୁଖ୍ରୀଷ୍ଟଙ୍କୁ ମହାୟାଜକ କଲା ବେଳେ, ପରମେଶ୍ବର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ବପୂର୍ଣ୍ଣ ଅଟେ। ଯେତବେେଳେ ଅନ୍ୟମାନେ ଯାଜକ ହାଇେଥିଲେ, ସେତବେେଳେ କୌଣସି ଶପଥ ହାଇେ ନ ଥିଲା।
20
Inasmuch as he was not made priest without the taking of an oath
21
କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :
21
(for they indeed have been made priests without an oath), but he with an oath by him that says of him, "The Lord swore and will not change his mind, 'You are a priest forever, According to the order of Melchizedek'".
22
ଏହାର ଅର୍ଥ ହେଲା ଯେ ସହେି ପ୍ରକା ରେ ପରମେଶ୍ବରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍-ଦାର।
22
By so much has Jesus become the collateral of a better covenant.
23
ଆହୁରି ମଧ୍ଯ ଯେତବେେଳେ ସହେି ଅନ୍ୟ ଯାଜକମାନେ ମରିଗଲେ, ସମାନେେ ଆଉ ଯାଜକ ହାଇେ ରହି ପାରିଲେ ନାହିଁ। ଏଥିପାଇଁ ସହେି ଯାଜକମାନଙ୍କ ଭିତରୁ ଅନକେ ସଠାେରେ ଥିଲେ।
23
Many, indeed, have been made priests, because they are hindered from continuing by death.
24
କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।
24
But he, because he lives forever, has his priesthood unchangeable.
25
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।
25
Therefore he is also able to save to the uttermost those who draw near to God through him, seeing he ever lives to make intercession for them.
26
ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।
26
For such a high priest was fitting for us: holy, guiltless, undefiled, separated from sinners, and made higher than the heavens;
27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
27
who doesn't need, like those high priests, to daily offer up sacrifices, first for his own sins, and then for the sins of the people. For this he did once for all, when he offered up himself.
28
ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।
28
For the law appoints men as high priests who have weakness, but the word of the oath which came after the law appoints a Son forever who has been perfected.
Choose Theme