ଯିଶାଇୟ 14:31
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ନଗରର ଦ୍ବାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହବେ। ମହମ ସଦୃଶ ତୁମ୍ଭର ସାହସ ତରଳି ୟିବ। ଉତ୍ତର ଦିଗକୁ ଚାହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ଯ ଆସୁଛନ୍ତି। ସମାନଙ୍କେ ମଧିଅରେ ସମସ୍ତ ସୈନ୍ଯ ଶକ୍ତିଶାଳୀ।
World English Bible
Howl, gate; cry, city; you are melted away, Philistia, all of you; for there comes a smoke out of the north, and there is no straggler in his ranks.