Home
Bibles
Bible Study with Steffi
Parallel ଯିଶାଇୟ 17
Aa
Parallel ଯିଶାଇୟ
Chapter 17
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଦମ୍ମେଶକ ପ୍ରତି ଶାେକ ବାର୍ତ୍ତା। ସଦାପ୍ରଭୁ କୁହନ୍ତି ଯେ ଦମ୍ମେଶକରେ ଏହିସବୁ ଘଟିବ, ଦମ୍ମେଶକ ଆଉ ନଗର ହାଇେ ରହିବ ନାହିଁ। ସେ ଧ୍ବଂସ ପାଇବ। କବଳେ ଧ୍ବଂସ ବିଧ୍ବସ୍ତ ପ୍ରାସାଦଗୁଡ଼ିକର କାନ୍ଥଗୁଡ଼ିକ ରହିବ।
1
The burden of Damascus. Behold, Damascus is taken away from being a city, and it shall be a ruinous heap.
2
ଅରୋଯର ନଗରକୁ ଲୋକମାନେ ପରିତ୍ଯାଗ କରିବେ। ସହେି ଶୂନ୍ଯ ସହରର ମଷେବଲ ସ୍ବାଧୀନ ଭାବରେ ବିଚରଣ କରିବେ। ଭୟ ଦଖାଇବୋକୁ ସଠାେ ରେ କହେି ନ ଥିବେ।
2
The cities of Aroer are forsaken; they shall be for flocks, which shall lie down, and none shall make them afraid.
3
ଇଶ୍ରାୟେଲର ଦୁର୍ଗନଗର, ଦମ୍ମେଶକର ରାଜ୍ଯ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହବେ। ସର୍ବଶକ୍ତିମାନ ସଦାପ୍ରଭୁ ତୁମ୍ଭେ ଯେ, ଇଶ୍ରାୟେଲର ଖ୍ଯାତି ଲୋକଙ୍କ ପରି ସମାନେେ ମଧ୍ଯ କାଢ଼ି ନିଆଯିବେ।'
3
The fortress shall cease from Ephraim, and the kingdom from Damascus, and the remnant of Syria; they shall be as the glory of the children of Israel, says Yahweh of Hosts.
4
ସହେି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦଖାୟିବେ।
4
It shall happen in that day, that the glory of Jacob shall be made thin, and the fatness of his flesh shall wax lean.
5
ରଫାଲଯିମ ଉପତ୍ୟକା ରେ ଶସ୍ଯ ଅମଳ ବେଳେ ଯେପରି ଘଟିବ ସହେିପରି ଘଟିବ। ଶସ୍ଯ କ୍ଷେତ୍ର ରେ ଶସ୍ଯ ସଂଗ୍ରହ କଲା ବେଳେ ଶସ୍ଯର ସୀସା ଶସ୍ଯରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲା ବେଳେ ସହେିପରି ଘଟିବ।
5
It shall be as when the harvester gathers the standing grain, and his arm reaps the ears; yes, it shall be as when one gleans ears in the valley of Rephaim.
6
ସହେି ସମୟ ଲୋକମାନେ ଜିତବୃକ୍ଷର ଫଳ ସଂଗ୍ରହ କଲାପରି ହବେ। ସମାନେେ ଜିତବୃକ୍ଷରୁ ଫଳ ତୋଳିବେ, ମାତ୍ର ବୃକ୍ଷର ଅଗ୍ରଭାବରେ ଦୁଇ ତିନି ଗୋଟି ଫଳ ରହିୟିବ। ଫଳବାନ୍ ଗଛ ରେ ମଧ୍ଯ ଚାରି ପାଞ୍ଚଟା ଫଳ ତୋଳିଲା ବେଳେ ରହିୟିବ। ସହେିପରି ଅବସ୍ଥା ନଗରଗୁଡ଼ିକରେ ଘଟିବ। ସର୍ବଶକ୍ତିମାନ ସଦାପ୍ରଭୁ ତାହା କହିଥିଲେ।
6
Yet there shall be left therein gleanings, as the shaking of an olive tree, two or three berries in the top of the uppermost bough, four or five in the outmost branches of a fruitful tree, says Yahweh, the God of Israel.
7
ସଦେିନ ଲୋକମାନେ ସମାନଙ୍କେର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସମାନଙ୍କେର ଦୃଷ୍ଟି ପବିତ୍ର ଧର୍ମସ୍ବରୂପଙ୍କ ପ୍ରତି ପଡ଼ିବ।
7
In that day shall men look to their Maker, and their eyes shall have respect to the Holy One of Israel.
8
ସମାନେେ ଆପଣା ହସ୍ତକୃତ ୟଜ୍ଞବଦେୀ ପ୍ରତି ଦୃଷ୍ଟି ପକାଇବେ ନାହିଁ। ପୁଣି ଆପଣା ଅଙ୍ଗୁଳିକୃତ ଆଶରୋ ମୂର୍ତ୍ତି ଅବା ସୂର୍ୟ୍ଯ ଦବେତାଗଣଗୁଡ଼ିକ ପ୍ରତି ଅନାଇବେ ନାହିଁ।
8
They shall not look to the altars, the work of their hands; neither shall they have respect to that which their fingers have made, either the Asherim, or the sun-images.
9
ସଦେିନ ସମସ୍ତ ସୁଦୃଢ଼ ନଗରଗୁଡ଼ିକ ଶୂନ୍ଯ ହାଇଯେିବ। ସଗେୁଡ଼ିକ ଇଶ୍ରାୟେଲ ଆସିବା ଭୟ ରେ ପର୍ବତ ଓ ଅରଣ୍ଯ ତୁଲ୍ଯ ହାଇଯେିବେ। ଅତୀତ ରେ ଇଶ୍ରାୟେଲ ଭୟ ରେ ସମାନେେ ପଳାଯନ କରିଥିଲେ। ପୁଣି ସମାନେେ ଭବିଷ୍ଯତ ରେ ଇଶ୍ରାୟେଲ ଆସିବା ଭୟ ରେ ଧ୍ବଂସ ପାଇଯିବେ।
9
In that day shall their strong cities be as the forsaken places in the wood and on the mountain top, which were forsaken from before the children of Israel; and it shall be a desolation.
10
ଏହା ଘଟିବ କାରଣ ତୁମ୍ଭମାନେେ ଆପଣା ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ଭୁଲି ୟାଇଛ। ପରମେଶ୍ବର ତୁମ୍ଭମାନଙ୍କର ସୁରକ୍ଷାର ସ୍ଥଳ। ଏହା ତୁମ୍ଭେ ମନେ ପକାଉ ନାହିଁ।
10
For you have forgotten the God of your salvation, and have not been mindful of the rock of your strength; therefore you plant pleasant plants, and set it with strange slips.
11
ତୁମ୍ଭ ଦ୍ରାକ୍ଷାଚାରା ଦିନେ ରୋପଣ କରୁଛ ଓ ତା'ର ଚାରିପଟେ ବାଡ଼ ଦଇେ ଯତ୍ନ ନେଉଛ। ପରଦିନ ପ୍ରାତଃକାଳ ରେ ସଗେୁଡ଼ିକ ପୁଷ୍ପିତ ହବୋର ଦେଖୁଛ। ମାତ୍ର ଯେତବେେଳେ ଫଳ ଅମଳ ସମୟରେ ଫଳ ତୋଳିବାକୁ ଯାଉଛ, ଦେଖୁଛ ସଗେୁଡ଼ିକ ମରିଯାଉଛି। ରୋଗ ସମସ୍ତ ଗଛକୁ ମାରି ଦଇେଛି।
11
In the day of your planting you hedge it in, and in the morning you make your seed to blossom; but the harvest flees away in the day of grief and of desperate sorrow.
12
ଅନକେ ଗୋଷ୍ଠୀର କୋଳାହଳ ଶୁଣ। ସମାନେେ ସମୁଦ୍ରର ଗର୍ଜନ ତୁଲ୍ଯ ଘାରେ ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସମାନେେ ଯେପରି ପ୍ରବଳ ବନ୍ଯା ଜଳ ସଦୃଶ ମାଡ଼ି ଆସୁଛନ୍ତି।
12
Ah, the uproar of many peoples, who roar like the roaring of the seas; and the rushing of nations, that rush like the rushing of mighty waters!
13
ନାନା ଦେଶୀଯ ଲୋକମାନେ ସହେି ତରଙ୍ଗ ସଦୃଶ ହବେେ। ପରମେଶ୍ବର ସମାନଙ୍କେୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସମାନେେ ପଳାଯନ କରିବେ। ବାଯୁ ରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ଯା ରେ ଧୂଳି ଉଡ଼ିଲା ପରି ସମାନେେ ତାଡ଼ିତ ହବେେ।
13
The nations shall rush like the rushing of many waters: but he shall rebuke them, and they shall flee far off, and shall be chased as the chaff of the mountains before the wind, and like the whirling dust before the storm.
14
ସନ୍ଧ୍ଯା ରେ ସମାନେେ ଭୟଭୀତ ହବେେ ଓ ପ୍ରଭାତ ପୂର୍ବରୁ ଲୋପ ପାଇୟାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣୀକାରୀ କିଛି ସଠାେ ରେ ଦେଖିବାକୁ ପାଇବେ ନାହିଁ।
14
At evening, behold, terror; and before the morning they are no more. This is the portion of those who despoil us, and the lot of those who rob us.
Choose Theme