Home
Bibles
Bible Study with Steffi
Parallel ଯିରିମିୟ 45
Aa
Parallel ଯିରିମିୟ
Chapter 45
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ଚତୁର୍ଥ ବର୍ଷ ରେ ନରେିଯର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମିୟ ଭବିଷ୍ଯଦବକ୍ତା ତାକୁ ଏହି କଥା କହିଲେ।
1
The word that Jeremiah the prophet spoke to Baruch the son of Neriah, when he wrote these word in a book at the mouth of Jeremiah, in the fourth year of Jehoiakim the son of Josiah, king of Judah, saying,
2
ହେ ବ୍ଯାକୁଳ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ତୁମ୍ଭକୁ ଏହି କଥା କହିନ୍ତି।
2
Thus says Yahweh, the God of Israel, to you, Baruch:
3
' ହେ ବାରୂକ, ତୁମ୍ଭେ ମାେ ହାୟ, ହାୟ କହିଲ, କାରଣ ସଦାପ୍ରଭୁ ମାରେ ୟନ୍ତ୍ରଣା ରେ ଦୁଃଖ ଯୋଡ଼ି ଦେଲେ। ମୁଁ କଥା କହିବାକୁ କ୍ଲାନ୍ତ ହେଉଅଛି ଓ ୟନ୍ତ୍ରଣା ରେ ଥରୁଅଛି, ଯେ ହତେୁ ମାରେ କିଛି ବିଶ୍ରାମ ନାହିଁ।'
3
You did say, Woe is me now! for Yahweh has added sorrow to my pain; I am weary with my groaning, and I find no rest.
4
ତେଣୁ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ବାରୂକକୁ ଏହି କଥା କୁହ, 'ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଭାଙ୍ଗି ପକାଇବୁ ଓ ଯାହା ରୋପଣ କରିଅଛୁ ତାହା ଉତ୍ପାଟନ କରିବୁ। ଆଉ ସମୁଦାଯ ଯିହୁଦା ରେ ଏହା କରିବୁ।
4
Thus shall you tell him, Thus says Yahweh: Behold, that which I have built will I break down, and that which I have planted I will pluck up; and this in the whole land.
5
ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ୍ ବିଷଯ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।' କାରଣ ସଦାପ୍ରଭୁ କହନ୍ତି, ' ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପ ରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ୟିବ ଆମ୍ଭେ ସେସବୁ ସ୍ଥାନ ରେ ତୁମ୍ଭର ପ୍ରାଣ ରକ୍ଷା କରିବା।'
5
Seek you great things for yourself? Don't seek them; for, behold, I will bring evil on all flesh, says Yahweh; but your life will I give to you for a prey in all places where you go.
Choose Theme