Home
Bibles
Bible Study with Steffi
Parallel ଯିରିମିୟ 47
Aa
Parallel ଯିରିମିୟ
Chapter 47
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷଯ ରେ ସଦାପ୍ରୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।
1
The word of Yahweh that came to Jeremiah the prophet concerning the Philistines, before that Pharaoh struck Gaza.
2
ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।
2
Thus says Yahweh: Behold, waters rise up out of the north, and shall become an overflowing stream, and shall overflow the land and all that is therein, the city and those who dwell therein; and the men shall cry, and all the inhabitants of the land shall wail.
3
ସମାନେେ ଧାବମାନ ଅଶ୍ବଗଣର ଖୁରା ଶବ୍ଦ, ରଥସମୂହର ଚାଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହବେେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ସାହାୟ୍ଯ କରିବେ ନାହିଁ।
3
At the noise of the stamping of the hoofs of his strong ones, at the rushing of his chariots, at the rumbling of his wheels, the fathers don't look back to their children for feebleness of hands;
4
ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ବଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରେତ୍ୟକକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛନ୍ନ କରିବାର ସମୟ ଆସୁଅଛି। ଯେ ହତେୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ବୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ବ ହରଣ କରିବେ।
4
because of the day that comes to destroy all the Philistines, to cut off from Tyre and Sidon every helper who remains: for Yahweh will destroy the Philistines, the remnant of the isle of Caphtor.
5
ଘସାର ଲୋକମାନେ ଦୁଃଖିତ ହାଇେ ସମାନଙ୍କେର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହାଇେଅଛନ୍ତି। ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ନିଜକୁ କାଟିବ ?
5
Baldness is come on Gaza; Ashkelon is brought to nothing, the remnant of their valley: how long will you cut yourself?
6
ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ କେତେ କାଳପ ରେ ୟୁଦ୍ଧରୁ କ୍ଷାନ୍ତ ହବେ ? ତୁମ୍ଭେ ଆପଣା କୋଷ ରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।
6
You sword of Yahweh, how long will it be before you be quiet? put up yourself into your scabbard; rest, and be still.
7
ମାତ୍ର ସଦାପ୍ରଭୁଙ୍କ ଖଡ୍ଗ କିପରି କ୍ଷାନ୍ତ ହବେ ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧ ରେ ଓ ସମୁଦ୍ର ତୀର ବିରୁଦ୍ଧ ରେ ତାହାକୁ ନିୟୁକ୍ତ କରିଅଛନ୍ତି।
7
How can you be quiet, seeing Yahweh has given you a charge? Against Ashkelon, and against the sea-shore, there has he appointed it.
Choose Theme