Home
Bibles
Bible Study with Steffi
Parallel ଆୟୁବ ପୁସ୍ତକ 34
Aa
Parallel ଆୟୁବ ପୁସ୍ତକ
Chapter 34
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ତା'ପରେ ଇଲୀହୁ ତା'ର କଥାକୁ ଜାରିରଖି କହିଲା,
1
Moreover Elihu answered,
2
ହେ ଜ୍ଞାନୀମାନେ ମାେ କଥା ମନଦଇେ ଶୁଣ, ଯାହା ମୁଁ କହିବାକୁ ଚାହୁଁଛି। ହେ ବୁଦ୍ଧିମାନ ମାେ କଥାକୁ ଧ୍ଯାନ ଦଇେ ଶୁଣ।
2
"Hear my words, you wise men; Give ear to me, you who have knowledge.
3
କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ବା ଖାଦ୍ୟର ସ୍ବାଦ ବାରିବା ପରି।
3
For the ear tries words, As the palate tastes food.
4
ତେଣୁ ଆସ ଏହିସବୁ ୟୁକ୍ତିକୁ ପରୀକ୍ଷା କରିବା ଏବଂ ସ୍ଥିର କରିବା କେଉଁଟା ଠିକ୍ ଆମ୍ଭମାନଙ୍କ ମଧିଅରେ। ଆମ୍ଭେ ସମସ୍ତେ ମିଶି ଶିଖିବା ଭଲ କାହାକୁ କହନ୍ତି।
4
Let us choose for us that which is right. Let us know among ourselves what is good.
5
ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।
5
For Job has said, 'I am righteous, God has taken away my right:
6
ମୁଁ ନିରପରାଧୀ ହେଲବେି କିନ୍ତୁ ବିଚାର ମାେ ବିରୁଦ୍ଧ ରେ ୟିବାରୁ ମୁଁ ମିଥ୍ଯାବାଦୀ ରେ ଗଣିତ ହାଇେଅଛି। ମୁଁ ନିରପରାଧୀ ହେଲବେି କିନ୍ତୁ ମୁଁ ବହୁତ କଷ୍ଟ ସହିଅଛି।'
6
Notwithstanding my right I am considered a liar; My wound is incurable, though I am without disobedience.'
7
ଆୟୁବ ଭଳି ଆଉ କହେି ବ୍ଯକ୍ତି ଅଛନ୍ତି କି ? ଆୟୁବ ଖାତିର କରେ ନାହିଁ, ଯଦି ତୁମ୍ଭେ ତାକୁ ଅପମାନିତ କର।
7
What man is like Job, Who drinks scorn like water,
8
ଆୟୁବ ଦୁଷ୍ଟ ଲୋକଙ୍କ ସହିତ ବନ୍ଧୁତା କରିଛି। ଆୟୁବ ଦୁଷ୍ଟ ଲୋକଙ୍କ ସହିତ ରହିବାକୁ ଭଲପାଏ।
8
Who goes in company with the workers of iniquity, And walks with wicked men?
9
ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'
9
For he has said, 'It profits a man nothing That he should delight himself with God.'
10
ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।
10
"Therefore listen to me, you men of understanding: Far be it from God, that he should do wickedness, From the Almighty, that he should commit iniquity.
11
ପରମେଶ୍ବର ଜଣେ ବ୍ଯକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ଯ ତାହା ଦିଅନ୍ତି।
11
For the work of a man will he render to him, And cause every man to find according to his ways.
12
ଏହାହିଁ ସତ୍ଯ ଅଟେ। ପରମେଶ୍ବର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ବର ନ୍ଯାଯ ଭ୍ରଷ୍ଟ କରନ୍ତି ନାହିଁ।
12
Yes surely, God will not do wickedly, Neither will the Almighty pervert justice.
13
ପରମେଶ୍ବରଙ୍କୁ ପୃଥିବୀର ଦାଯିତ୍ବ ରେ ରହିବା ପାଇଁ କହେି ମନୋନୀତ କରି ନାହାନ୍ତି। କହେି ତାଙ୍କୁ ସମଗ୍ର ପୃଥିବୀର ଦାଯିତ୍ବ ଦଇେ ନାହିଁ।
13
Who gave him a charge over the earth? Or who has appointed him over the whole world?
14
ଯଦି ପରମେଶ୍ବର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ବାସ ପ୍ରଶ୍ବାସକୁ କାଢ଼ି ନବେେ।
14
If he set his heart on himself, If he gathered to himself his spirit and his breath;
15
ତବେେ ପୃଥିବୀର ସମସ୍ତ ଲୋକେ ମୃତ୍ଯୁବରଣ କରିବେ। ସବୁ ଲୋକ ପୁଣି ଧୂଳି ରେ ପରିଣତ ହବେେ।
15
All flesh would perish together, And man would turn again to dust.
16
ଯଦି ତୁମ୍ଭେ ଜ୍ଞାନୀ ମନୁଷ୍ଯ, ତା' ହେଲେ ମାେ କଥା ମନଦଇେ ଶୁଣ।
16
"If now you have understanding, hear this. Listen to the voice of my words.
17
ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।
17
Shall even one who hates justice govern? Will you condemn him who is righteous and mighty?�
18
କହେି ଜଣେ ରାଜାକୁ କ ହେ କି, 'ତୁମ୍ଭେ ଗୋଟିଏ ଅପଦାର୍ଥ ?' କିମ୍ବା କିଏ ନେତାମାନଙ୍କୁ କ ହେ, 'ତୁମ୍ଭମାନେେ ଦୁଷ୍ଟ ଅଟ।'
18
Who says to a king, 'Vile!' Or to nobles, 'Wicked!'
19
ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି ? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।
19
Who doesn't respect the persons of princes, Nor regards the rich more than the poor; For they all are the work of his hands.
20
ଲୋକେ ହଠାତ୍ ମଧ୍ଯ ରାତ୍ରି ରେ ହୁଏତ ମରି ୟାଇପାରନ୍ତି। ଲୋକେ ହୁଏତ ବମାରେ ହାଇେ ମୃତ୍ଯୁମୁଖ ରେ ପଡ଼ିପାରନ୍ତି। ଏପରିକି କ୍ଷମତାଶାଳୀ ଲୋକ ବି କୌଣସି ସ୍ପଷ୍ଟ କାରଣ ନ ଥାଇ ମରିପାରନ୍ତି।
20
In a moment they die, even at midnight; The people are shaken and pass away, The mighty are taken away without hand.
21
ପରମେଶ୍ବର ଲୋକମାନଙ୍କର କାର୍ୟ୍ଯ ପଳାପକୁ ଲକ୍ଷ୍ଯ କରନ୍ତି। ପରମେଶ୍ବର ମଣିଷର ପ୍ରେତ୍ୟକକ ପାଦ ଗତିକୁ ଜାଣନ୍ତି।
21
"For his eyes are on the ways of a man, He sees all his goings.
22
ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।
22
There is no darkness, nor thick gloom, Where the workers of iniquity may hide themselves.
23
ପରମେଶ୍ବର ଲୋକଙ୍କୁ ଆଉ ଟିକିଏ ପରୀକ୍ଷା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ନିଅନ୍ତି ନାହିଁ। ପରମେଶ୍ବର ତାଙ୍କ ସମ୍ମୁଖକୁ ଲୋକଙ୍କୁ ଆଣି ବିଚାର କରିବାକୁ ଦରକାର ମନେ କରନ୍ତି ନାହିଁ।
23
For he doesn't need to consider a man further, That he should go before God in judgment.
24
ଯଦି କ୍ଷମତାଶାଳୀ ଲୋକେ ମନ୍ଦକାର୍ୟ୍ଯ କରନ୍ତି, ପରମେଶ୍ବର ସମାନଙ୍କେୁ ପ୍ରଶ୍ନ କରନ୍ତି ନାହିଁ। ସେ ସମାନଙ୍କେୁ କବଳେ ଧ୍ବଂସ କରିଦିଅନ୍ତି। ତାଙ୍କ ସ୍ଥାନ ରେ ଅନ୍ୟ ଲୋକଙ୍କୁ ନେତା କରିବାକୁ ସେ ପସନ୍ଦ କରନ୍ତି।
24
He breaks in pieces mighty men in ways past finding out, And sets others in their place.
25
ତେଣୁ ପରମେଶ୍ବର ଜାଣନ୍ତି ଲୋକେ କ'ଣ କରନ୍ତି। ସେଥିପାଇଁ ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ ରାତିକ ଭିତ ରେ ପରାଜିତ କରିବେ ଓ ସମାନେେ ଧ୍ବଂସ ହବେେ।
25
Therefore he takes knowledge of their works. He overturns them in the night, so that they are destroyed.
26
ପରମେଶ୍ବର ଦୁଷ୍ଟ ଲୋକଙ୍କୁ ଦଣ୍ଡ ଦବେେ। କାରଣ ସମାନେେ ମନ୍ଦକାର୍ୟ୍ଯ କରନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ଶାସ୍ତି ଦବେେ, ଯେଉଁଠା ରେ କି ଅନ୍ୟ ଲୋକମାନେ ଏହା ଘଟୁଛି ବୋଲି ଦେଖି ପାରିବେ।
26
He strikes them as wicked men In the open sight of others;
27
କାହିଁକି ? କାରଣ ଦୁଷ୍ଟ ଲୋକେ ପରମେଶ୍ବରଙ୍କୁ ମାନନ୍ତି ନାହିଁ। ସହେି ମନ୍ଦ ଲୋକଗୁଡ଼ାକ ପରମେଶ୍ବର ଯାହା ଚାହାନ୍ତି ତାହା କରିବାକୁ ଇଚ୍ଛା କରନ୍ତି ନାହିଁ।
27
Because they turned aside from following him, And wouldn't have regard in any of his ways:
28
ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।
28
So that they caused the cry of the poor to come to him, He heard the cry of the afflicted.
29
କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
29
When he gives quietness, who then can condemn? When he hides his face, who then can see him? Alike whether to a nation, or to a man:
30
ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା' ହେଲେ ପରମେଶ୍ବର ସହେି ବ୍ଯକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।
30
That the godless man may not reign, That there be no one to ensnare the people.
31
ଏହା ଘଟିବ ଯଦି ସେ ପରମେଶ୍ବରଙ୍କୁ ପ୍ରାର୍ଥନା କରି କ ହେ, ମୁଁ ଦୋଷୀ ଅଟେ। ମୁଁ ଆଉ ପାପ କରିବି ନାହିଁ।
31
"For has any said to God, 'I am guilty, but I will not offend any more.
32
ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'
32
Teach me that which I don't see. If I have done iniquity, I will do it no more'?
33
ଆୟୁବ, ତୁମ୍ଭେ ଚାହୁଁଛ ପରମେଶ୍ବର ତୁମ୍ଭକୁ ପୁରସ୍କୃତ କରନ୍ତୁ। କିନ୍ତୁ ତୁମ୍ଭେ ପରିବର୍ତ୍ତନକୁ ମନା କରୁଛ। ଆୟୁବ ଏହା ତୁମ୍ଭର ନିଷ୍ପତ୍ତି ମାରେ ନୁହେଁ। ତୁମ୍ଭେ କୁହ ମାେତେ ତୁମ୍ଭେ କ'ଣ ଭାବୁଛ।
33
Shall his recompense be as you desire, that you refuse it? For you must choose, and not I. Therefore speak what you know.
34
ଜଣେ ଜ୍ଞାନୀ ବ୍ଯକ୍ତି ମାେ କଥା ଶୁଣିବ। ଜଣେ ଜ୍ଞାନୀ ବ୍ଯକ୍ତି କହିବ,
34
Men of understanding will tell me, Yes, every wise man who hears me:
35
'ଆୟୁବ ଜଣେ କିଛି ନ ଜାଣିଥିବା ଲୋକ ପରି କଥା କୁ ହେ। ଆୟୁବ ଯେଉଁ କଥା କୁ ହେ ସେଥିର କିଛି ଅର୍ଥ ହୁଏ ନାହିଁ।'
35
'Job speaks without knowledge, His words are without wisdom.'
36
ମୁଁ ଭାବୁଛି ଆୟୁବକୁ ଅଧିକ ଦଣ୍ଡ ଦିଆୟିବା ଦରକାର। କାହିଁକି ? କାରଣ ଆୟୁବ ଆମ୍ଭକୁ ଯାହା ଉତ୍ତର ଦଲୋ, ଯମେିତି ଜଣେ ଦୁଷ୍ଟ ବ୍ଯକ୍ତି ଉତ୍ତର ଦବେ।
36
I wish that Job were tried to the end, Because of his answering like wicked men.
37
ଆୟୁବର ବିଦ୍ରୋହ ତା'ର ଅନ୍ୟ ପାପ ସହିତ ୟାଗ କରେ। ଆୟୁବ ଆମ୍ଭ ସମ୍ମୁଖ ରେ ବ ସେ ଏବଂ ଆମ୍ଭକୁ ଅପମାନିତ କରେ ଏବଂ ପରମେଶ୍ବରଙ୍କ ବିଷଯ ରେ ଅତ୍ଯଧିକ କୁ ହେ।
37
For he adds rebellion to his sin. He claps his hands among us, And multiplies his words against God."
Choose Theme