ଯିହୋଶୂୟ 8:2
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତୁମ୍ଭେ ଅଯପ୍ରତି ସହେିପରି କର ଯେପରି ତୁମ୍ଭେ ଯିରୀହାେ ଓ ତା'ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସମାନଙ୍କେର ଧନ, ଦୌଲତ୍ ଓ ପଶକ୍ସ୍ଟମାନଙ୍କୁ, ତୁମ୍ଭମାନଙ୍କ ଭିତ ରେ ବାଣ୍ଟି ନବେ। ବର୍ତ୍ତମାନ କିଛି ସୈନ୍ଯଗଣଙ୍କକ୍ସ୍ଟ ନଗର ପଛପଟେ ଲକ୍ସ୍ଟଗ୍ଭଇ ରଖ।
World English Bible
You shall do to Ai and her king as you did to Jericho and her king: only the spoil of it, and the cattle of it, shall you take for a prey to yourselves: set you an ambush for the city behind it.