ଲୂକଲିଖିତ ସୁସମାଚାର 2:12
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତୁମ୍ଭମାନେେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କତେ: ତୁମ୍ଭମାନେେ ଗୋଟିଏ ଶିଶୁକୁ କନା ରେ ଗୁଡାଇ ହାଇେ ଗୋରୁକୁଣ୍ଡ ରେ ଶାଇେଥିବାର ଦେଖିବ।
World English Bible
This is the sign to you: you will find a baby wrapped in strips of cloth, lying in a feeding trough."