Home
Bibles
Bible Study with Steffi
Parallel ନିହିମିୟା 11
Aa
Parallel ନିହିମିୟା
Chapter 11
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଇଶ୍ରାୟେଲମାନଙ୍କର ଅଧିପତିମାନେ ୟିରୁଶାଲମ ରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ୟିରୁଶାଲମ ରେ ବାସ କରିବା ନିମନ୍ତେ ପ୍ରତି ଦଶଜଣ ମଧ୍ଯରୁ ଜଣଙ୍କୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ଯାନ ନଗର ରେ ବାସ କରିବାକୁ ଗୁଲିବାଣ୍ଟ କଲେ।
1
The princes of the people lived in Jerusalem: the rest of the people also cast lots, to bring one of ten to dwell in Jerusalem the holy city, and nine parts in the other cities.
2
ଆଉ ଯେଉଁମାନେ ୟିରୁଶାଲମ ରେ ବାସ କରିବାକୁ ସ୍ବଇଚ୍ଛା ରେ ସମର୍ପଣ କଲେ, ଲୋକମାନେ ସମାନଙ୍କେର ଧନ୍ଯବାଦ କଲେ।
2
The people blessed all the men who willingly offered themselves to dwell in Jerusalem.
3
ପ୍ରଦେଶର ଏହି ପ୍ରଧାନବର୍ଗ ୟିରୁଶାଲମ ରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇଶ୍ରାୟେଲର ଅନ୍ୟ ନଗର ରେ ଲୋକମାନେ, ଯାଜକମାନେ, ଲବେୀୟମାନେ, ନଥୀନୀଯମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରେତ୍ୟକକ ନିଜ ନିଜ ନଗର ରେ ବାସ କଲେ।
3
Now these are the chiefs of the province who lived in Jerusalem: but in the cities of Judah lived everyone in his possession in their cities, to wit, Israel, the priests, and the Levites, and the Nethinim, and the children of Solomon's servants.
4
ଯିହୁଦାର ବଂଶଧରଗୁଡିକ ମଧ୍ଯରୁ ଓ ବିନ୍ଯାମୀନର ବଂଶଧରଗୁଡିକ ମଧ୍ଯରୁ, କେତକେ ଲୋକ ୟିରୁଶାଲମ ରେ ବାସ କଲେ।
4
In Jerusalem lived certain of the children of Judah, and of the children of Benjamin. Of the children of Judah: Athaiah the son of Uzziah, the son of Zechariah, the son of Amariah, the son of Shephatiah, the son of Mahalalel, of the children of Perez;
5
ବାଋକର ପୁତ୍ର ମା ସଯେ, ବାଋକ୍ କଲ୍-ହୋଷିର ପୁତ୍ର ଥିଲା। କଲ-ହୋଷି ହସାଯର ପୁତ୍ର, ହସାଯ ଅଦାଯାର ପୁତ୍ର, ଅଦାଯା ୟୋଯାରୀବର ପୁତ୍ର, ୟୋଯାରୀବ୍ ଜିଖରିଯର ପୁତ୍ର ଥିଲା। ଜିଖରିଯ ଶୀଲୋନିଯମାନଙ୍କର ଭବିଷ୍ଯତ୍ ବଂଶଧର ଥିଲା।
5
and Maaseiah the son of Baruch, the son of Colhozeh, the son of Hazaiah, the son of Adaiah, the son of Joiarib, the son of Zechariah, the son of the Shilonite.
6
ପରେସର ବଂଶଧର ମାଟେ 468 ଜଣ ବୀର ପୁରୁଷ ୟିରୁଶାଲମ ରେ ବାସ କଲେ।
6
All the sons of Perez who lived in Jerusalem were four hundred sixty-eight valiant men.
7
ବିନ୍ଯାମୀନର ବଂଶଧରମାନେ, ଯଥା: ମଶୁଲ୍ଲମର ପୁତ୍ର ସଲ୍ଲୁ, ମଶୁଲ୍ଲମ ୟୋଯଦରେ ପୁତ୍ର, ୟୋଯେଦ୍ ପଦାଯର ପୁତ୍ର ଥିଲା, ପଦାଯ କୋଲାଯାର ପୁତ୍ରଥିଲା, କୋଲାଯା ମା ସଯରେ ପୁତ୍ର ଥିଲା, ମା ସଯେ ଇଥୀଯଲରେ ପୁତ୍ର, ଇଥୀଯଲେ ୟିଶାଯାହର ପୁତ୍ର ଥିଲା।
7
These are the sons of Benjamin: Sallu the son of Meshullam, the son of Joed, the son of Pedaiah, the son of Kolaiah, the son of Maaseiah, the son of Ithiel, the son of Jeshaiah.
8
ତାଙ୍କର ଭ୍ରାତାଗଣ ସହିତ ଗଦ୍ଦଯ, ସଲ୍ଲଯଆଦି 928 ଜଣ ଥିଲେ।
8
After him Gabbai, Sallai, nine hundred twenty-eight.
9
ସିଖ୍ରିର ପୁତ୍ର ଯାୟେଲ ସମାନଙ୍କେର ମୁଖ୍ଯ ଥିଲେ। ହସନଯାର ପୁତ୍ର ଯିହୁଦା ନଗରର ଦ୍ବିତୀୟ ଶାସକ ଥିଲେ।
9
Joel the son of Zichri was their overseer; and Judah the son of Hassenuah was second over the city.
10
ଏହି ଯାଜକମାନେ ଯେଉଁମାନେ ୟିରୁଶାଲମକୁ ୟାତ୍ରା କରିଥିଲେ। ସମାନେେ ହେଲେ, ୟୋଯାରୀବର ପୁତ୍ର ୟିଦଯିଯ, ୟାଖୀନ,
10
Of the priests: Jedaiah the son of Joiarib, Jachin,
11
ହିଲ୍କିଯର ପୁତ୍ର ସରାଯ, ହିଲ୍କିଯ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ ସାଦୋକର ପୁତ୍ର, ସାଦୋକ୍ ମରାଯୋତର ପୁତ୍ର, ମରାଯୋତ୍ ଅହୀଟୁବ୍ର ପୁତ୍ର, ସରାଯ ପରମେଶ୍ବରଙ୍କ ମନ୍ଦିରର ନିରୀକ୍ଷକ ଥିଲେ।
11
Seraiah the son of Hilkiah, the son of Meshullam, the son of Zadok, the son of Meraioth, the son of Ahitub, the ruler of the house of God,
12
ସମାନଙ୍କେର ଆତ୍ମୀଯମାନଙ୍କ ସହିତ ଏକାଠି ହାଇେ ଯେଉଁମାନେ ପରମେଶ୍ବରଙ୍କ ମନ୍ଦିର ରେ କାମ କରୁଥିଲେ ସମାନେେ 822 ଜଣ ଥିଲେ। ୟିରୋହମର ପୁତ୍ର ଅଦାଯା, ପଲଲିଯର ୟିରୋହମ ପୁତ୍ର, ଅମ୍ସିର ପୁତ୍ର ପଲଲିଯ, ଜିଖରିଯର ପୁତ୍ର ଅମସି, ପଶ୍ହୂରର ପୁତ୍ର ଜିଖରିଯ, ମଲ୍ଲିଯଲରେ ପୁତ୍ର ପଶ୍ହୂର।
12
and their brothers who did the work of the house, eight hundred twenty-two; and Adaiah the son of Jeroham, the son of Pelaliah, the son of Amzi, the son of Zechariah, the son of Pashhur, the son of Malchijah,
13
ଅଦାଯାର ଭାତୃଗଣ 242 ଜଣ ପିତୃବଂଶ ପ୍ରଧାନ ଥିଲେ, ଅସ ରେଲର ପୁତ୍ର ଅମଶଯ ସହେି ଅସ ରେଲ୍ ଅହସଯର ପୁତ୍ର, ଅହସଯ ମଶିଲ୍ଲମୋେତର ପୁତ୍ର, ମଶିଲ୍ଲମୋେତ୍ ଇମ୍ମରରେ ପୁତ୍ର।
13
and his brothers, chiefs of fathers' houses, two hundred forty-two; and Amashsai the son of Azarel, the son of Ahzai, the son of Meshillemoth, the son of Immer,
14
ଆଉ ସମାନଙ୍କେ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀଯଲେ ସମାନଙ୍କେର ନିରୀକ୍ଷକ ଥିଲା।
14
and their brothers, mighty men of valor, one hundred twenty-eight; and their overseer was Zabdiel, the son of Haggedolim.
15
ଲବେୀୟମାନଙ୍କ ମଧ୍ଯରୁ ଯଥା: ହଶୂବର ପୁତ୍ର ଶମଯିଯ, ହଶୂବ୍ ଅସ୍ରୀକାମର ପୁତ୍ର, ଅସ୍ରୀକାମ୍ ହସବିଯର ପୁତ୍ର, ହସବିଯ ବୁନ୍ନିର ପୁତ୍ର।
15
Of the Levites: Shemaiah the son of Hasshub, the son of Azrikam, the son of Hashabiah, the son of Bunni;
16
ଲବେୀୟ ପ୍ରଧାନ ବର୍ଗମଧ୍ଯରୁ ଶଦ୍ଦଥଯ ଓ ୟୋଷାବଦ୍ ପରମେଶ୍ବରଙ୍କ ମନ୍ଦିରର ବାହାର କାର୍ୟ୍ଯର ନିରୀକ୍ଷକ ଥିଲେ।
16
and Shabbethai and Jozabad, of the chiefs of the Levites, who had the oversight of the outward business of the house of God;
17
ମୀକାର ପୁତ୍ର ମତ୍ତନିଯ ୟିଏକି ସବ୍ଦିର ଆସଫର ପୁତ୍ର ଥିଲା, ୟିଏକି ଶମ୍ମୁଯର ପୁତ୍ର ବକ୍ବୁକିଯ ଓ ଅବଦା ସହିତ ଧନ୍ଯବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ୟିଏକି ଗାଲଲର ପୁତ୍ର, ଗାଲଲ ୟିଏକି ୟିଦୂଥୂନର ପୁତ୍ର ଥିଲା।
17
and Mattaniah the son of Mica, the son of Zabdi, the son of Asaph, who was the chief to begin the thanksgiving in prayer, and Bakbukiah, the second among his brothers; and Abda the son of Shammua, the son of Galal, the son of Jeduthun.
18
ପବିତ୍ର ନଗରସ୍ଥ ଲବେୀୟମାନେ ସର୍ବ ମାେଟ୍ 284 ଜଣ ଥିଲେ।
18
All the Levites in the holy city were two hundred eighty-four.
19
ଦ୍ବାରପାଳ ଅକ୍କୁବ୍ ଟଲ୍ମୋନ ଓ ସମାନଙ୍କେର ଭାଇମାନେ, ଯେଉଁମାନେ ନଗର ଫାଟକର ପ୍ରହରି ଥିଲେ, ସମାନେେ 172 ଜଣ ଥିଲେ।
19
Moreover the porters, Akkub, Talmon, and their brothers, who kept watch at the gates, were one hundred seventy-two.
20
ଇଶ୍ରାୟେଲର ଯାଜକମାନଙ୍କର ଓ ଲବେୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗର ରେ ପ୍ରେତ୍ୟକକ ନିଜ ନିଜର ସମ୍ପତ୍ତି ରେ ରହିଲେ।
20
The residue of Israel, of the priests, the Levites, were in all the cities of Judah, everyone in his inheritance.
21
ମନ୍ଦିରର ସବେକମାନେ ଓଫଲ ପର୍ବତ ରେ ବାସ କଲେ। ଆଉ ସୀହ ଓ ଗିଷ୍ପ ମନ୍ଦିରର ସବେକମାନଙ୍କର ମୂଖ୍ଯ ଥିଲେ।
21
But the Nethinim lived in Ophel: and Ziha and Gishpa were over the Nethinim.
22
ଉଷି ୟିରୁଶାଲମ ରେ ଲବେୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିଯର ପୁତ୍ର, ହଶବିଯ ୟିଏକି ମତ୍ତନିଯର ପୁତ୍ର, ମତ୍ତନିଯ ୟିଏକି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ବରଙ୍କ ମନ୍ଦିର ରେ ସବୋ କରୁଥିବା ଗାଯକର ଓ ଆସଫର ବଂଶଧର ଥିଲେ।
22
The overseer also of the Levites at Jerusalem was Uzzi the son of Bani, the son of Hashabiah, the son of Mattaniah, the son of Mica, of the sons of Asaph, the singers, over the business of the house of God.
23
ରାଜା ଆଜ୍ଞା ଦେଲେ ଯେ, ପ୍ରେତ୍ୟକକ ଦିନ ଗାଯକମାନଙ୍କୁ ପୁରସ୍କାର ଦିଆୟିବା ଉଚିତ୍।
23
For there was a commandment from the king concerning them, and a settled provision for the singers, as every day required.
24
ଯିହୁଦାର ପୁତ୍ର ସରହରେ ବଂଶଜାତ ମଶଷେବଲରେ ପୁତ୍ର ପଥାହିଯ ଲୋକମାନଙ୍କ ସମସ୍ତ କାର୍ୟ୍ଯ ବିଷଯ ରେ ରାଜାଙ୍କୁ ଉପଦେଶ ଦେଲେ।
24
Pethahiah the son of Meshezabel, of the children of Zerah the son of Judah, was at the king's hand in all matters concerning the people.
25
ଯିହୁଦାର ଲୋକମାନଙ୍କ ମଧ୍ଯରୁ କେତକେ କ୍ଷେତ୍ରସ୍ଥ ନଗର ରେ ଅର୍ଥାତ୍ କିରିଯଥଅର୍ବ ଓ ତହିଁ ନିକଟସ୍ଥ ଦୀବୋନ ଓ ତହିଁର ଉପନଗର ରେ, ୟିକବ୍ ସେଲ ଓ ତହିଁର ଗ୍ରାମ ରେ ରହିଲେ।
25
As for the villages, with their fields, some of the children of Judah lived in Kiriath Arba and the towns of it, and in Dibon and the towns of it, and in Jekabzeel and the villages of it,
26
ଯଶୂେଯ ରେ, ମାେଲାଦା ରେ ଓ ବୈଥ୍ପଲଟେ ରେ,
26
and in Jeshua, and in Moladah, and Beth Pelet,
27
ଆଉ ହତ୍ସର-ଶୁଯାଲ ରେ, ବରେଶବୋ ଓ ତହିଁର ଉପନଗର ରେ ରହିଲେ।
27
and in Hazar Shual, and in Beersheba and the towns of it,
28
ଆଉ ସିକ୍କଗ ରେ, ମକୋନା ଓ ତହିଁର ଉପନଗର ରେ ରହିଲେ।
28
and in Ziklag, and in Meconah and in the towns of it,
29
ଐନରିମ୍ମୋଣ ରେ, ସରାଯ ରେ ଓ ୟମୁର୍ତ ରେ,
29
and in En-rimmon, and in Zorah, and in Jarmuth,
30
ସା ନୋହ, ଅଦୁଲ୍ଲମ ଓ ତହିଁର ପାଶର୍ବବର୍ତ୍ତୀ ଗ୍ରାମ ରେ, ଲାଖୀଶ ଓ ତହିଁର କ୍ଷେତ୍ର ରେ, ଅ ସକୋ ଓ ତହିଁର ଗ୍ରାମ ରେ ବାସ କଲେ। ଏହିପରି ସମାନେେ ବେର୍ଶବୋଠାରୁ ହିନ୍ନୋମ ଉପତ୍ୟକା ପର୍ୟ୍ଯନ୍ତ ଛାଉଣି କଲେ।
30
Zanoah, Adullam, and their villages, Lachish and the fields of it, Azekah and the towns of it. So they encamped from Beersheba to the valley of Hinnom.
31
ବିନ୍ଯାମୀନ ସନ୍ତାନଗଣ ମଧ୍ଯ ଗବୋଠାରୁ ମିକ୍ମସ୍ ଓ ଅଯା ରେ, ବୈଥଲେ ଓ ତହିଁର ପାଶର୍ବବର୍ତ୍ତୀ ଗ୍ରାମଗୁଡିକରେ ବାସ କଲେ।
31
The children of Benjamin also lived from Geba onward, at Michmash and Aija, and at Bethel and the towns of it,
32
ଅନାଥୋତ, ନୋବ୍, ଓ ଅନନିଯା ରେ
32
at Anathoth, Nob, Ananiah,
33
ହାତ୍ସୋର, ରାମା, ଗିତ୍ତଯିମ ରେ,
33
Hazor, Ramah, Gittaim,
34
ହାଦୀଦ, ସବୋଯିମ, ନବଲ୍ଲାଟ ରେ,
34
Hadid, Zeboim, Neballat,
35
ଲୋଦ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକା ରେ ବାସ କଲେ।
35
Lod, and Ono, the valley of craftsmen.
36
ଆଉ ଯିହୁଦା ରେ ବାସ କରୁଥିବା କେତକେ ଲବେୀୟ ବିନ୍ଯାମୀନ ସହିତ ସଂୟୁକ୍ତ ହେଲେ।
36
Of the Levites, certain divisions in Judah were joined to Benjamin.
Choose Theme