Home
Bibles
☰ Books
Bible Study with Steffi
Parallel ଗଣନା ପୁସ୍ତକ 12
Aa
Parallel ଗଣନା ପୁସ୍ତକ
Chapter 12
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ମାଶାେ ଏକ କୁଶୀଯା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିଯମ ଓ ହାରୋଣ ସହେି କୁଶୀଯା ସ୍ତ୍ରୀ ସକାଶୁ ମାଶାଙ୍କେ ବିରୁଦ୍ଧ ରେ କଥା କହିଲେ।
1
Miriam and Aaron spoke against Moses because of the Cushite woman whom he had married; for he had married a Cushite woman.
2
ସମାନେେ କହିଲେ, ସଦାପ୍ରଭୁ କ'ଣ ମାଶାଙ୍କେ ସହିତ କବଳେ କଥା କହିଅଛନ୍ତି? ସେ କ'ଣ ଆମ୍ଭମାନଙ୍କ ସହିତ କଥା କହିନାହାଁନ୍ତି?
2
They said, Has Yahweh indeed spoken only with Moses? Hasn't he spoken also with us? Yahweh heard it.
3
ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।
3
Now the man Moses was very humble, above all the men who were on the surface of the earth.
4
ହଠାତ୍ ସଦାପ୍ରଭୁ ମାଶାଙ୍କେୁ, ହାରୋଣଙ୍କୁ, ମରିଯମଙ୍କୁ କହିଲେ, ତୁମ୍ଭେ ତିନିଜଣ ବାହାର ହାଇେ ସମାଗମ ତମ୍ବୁ ନିକଟକୁ ଆସ।
4
Yahweh spoke suddenly to Moses, and to Aaron, and to Miriam, Come out you three to the tent of meeting. They three came out.
5
ସେତବେେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ ତମ୍ବୁ ନିକଟରେ ଛିଡା ହେଲେ। ସେ ଡାକିଲେ, ହାରୋଣ ଓ ମରିଯମ! ତହୁଁ ସମାନେେ ବାହାର ହାଇେ ଆସିଲେ।
5
Yahweh came down in a pillar of cloud, and stood at the door of the Tent, and called Aaron and Miriam; and they both came forth.
6
ସଦାପ୍ରଭୁ କହିଲେ, ମାରେ ବାକ୍ଯ ଶୁଣ, ଯଦି ତୁମ୍ଭମାନଙ୍କ ମଧିଅରେ କହେି ଭବିଷ୍ଯଦ୍ ବକ୍ତା ଥାଏ, ତବେେ ମୁଁ ସଦାପ୍ରଭୁ ଦର୍ଶନ ଦ୍ବାରା ତାହାପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ବପ୍ନଦ୍ବାରା ତାହା ସହିତ କଥା କହିବି।
6
He said, Hear now my words: if there be a prophet among you, I Yahweh will make myself known to him in a vision, I will speak with him in a dream.
7
ମାତ୍ର ମାଶାେ ମାରେ ସବେକ, ସପରେି ନୁହେଁ। ସେ ହିଁ ମାରେ ସମଗ୍ର ଗୃହ ରେ ଜଣେ ସବୁଠାରୁ ବିଶ୍ବସ୍ତ ଅଟେ।
7
My servant Moses is not so; he is faithful in all my house:
8
ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?
8
with him will I speak mouth to mouth, even manifestly, and not in dark speeches; and the form of Yahweh shall he see: why then were you not afraid to speak against my servant, against Moses?
9
ଏହିରୂପେ ସମାନଙ୍କେ ପ୍ରତି ସଦାପ୍ରଭୁଙ୍କ କୋରଧ ପ୍ରଜ୍ବଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।
9
The anger of Yahweh was kindled against them; and he departed.
10
ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।
10
The cloud removed from over the Tent; and, behold, Miriam was leprous, as white as snow: and Aaron looked at Miriam, and, behold, she was leprous.
11
ତହିଁରେ ହାରୋଣ ମାଶାଙ୍କେୁ କହିଲେ, ହେ ମାହେର ମହାଶୟ, ଆମ୍ଭମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭମାନେେ ପାପ କରିଅଛୁ; ଏଣୁ ବିନଯ କରୁଅଛି, ଆମ୍ଭମାନଙ୍କ ଉପରେ ସହେି ପାପ ଥୁଅ ନାହିଁ।
11
Aaron said to Moses, Oh, my lord, please don't lay sin on us, for that we have done foolishly, and for that we have sinned.
12
ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।
12
Let her not, I pray, be as one dead, of whom the flesh is half consumed when he comes out of his mother's womb.
13
ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।
13
Moses cried to Yahweh, saying, Heal her, God, I beg you.
14
ସଦାପ୍ରଭୁ ମାଶାଙ୍କେୁ କହିଲେ, ଯଦି ତା'ର ପିତା ତା'ର ମୁଁହ ରେ ଛପେ ପକାଇଥାନ୍ତା, ସେ କ'ଣ ସାତଦିନ ଲଜ୍ଜିତା ହାଇେ ନ ଥାନ୍ତା? ତେଣୁ ସେ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ଅନ୍ୟମାନଙ୍କଠାରୁ ହାଇେ ରହୁ, ତା'ପରେ ସେ ଛାଉଣୀ ଭିତରକୁ ଆସିପାରିବ।
14
Yahweh said to Moses, If her father had but spit in her face, shouldn't she be ashamed seven days? let her be shut up outside of the camp seven days, and after that she shall be brought in again.
15
ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।
15
Miriam was shut up outside of the camp seven days: and the people didn't travel until Miriam was brought in again.
16
ତା'ପରେ ଲୋକମାନେ ହତ୍ ସରେୋତଠାରୁ ୟାତ୍ରାକରି ପାରଣ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।
16
Afterward the people traveled from Hazeroth, and encamped in the wilderness of Paran.
Choose Theme