Home
Bibles
Bible Study with Steffi
Parallel ଫିଲୀମୋନଙ୍କ ପ୍ରତି ପତ୍ର 1
Aa
Parallel ଫିଲୀମୋନଙ୍କ ପ୍ରତି ପତ୍ର
Chapter 1
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ
1
Paul, a prisoner of Christ Jesus, and Timothy our brother, to Philemon, our beloved fellow worker,
2
ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
2
to the beloved Apphia, to Archippus, our fellow soldier, and to the assembly in your house:
3
ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
3
Grace to you and peace from God our Father and the Lord Jesus Christ.
4
ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
4
I thank my God always, making mention of you in my prayers,
5
ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
5
hearing of your love, and of the faith which you have toward the Lord Jesus, and toward all the saints;
6
ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।
6
that the fellowship of your faith may become effective, in the knowledge of every good thing which is in us in Christ Jesus.
7
ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।
7
For we have much joy and comfort in your love, because the hearts of the saints have been refreshed through you, brother.
8
କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।
8
Therefore, though I have all boldness in Christ to command you that which is appropriate,
9
କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।
9
yet for love's sake I rather beg, being such a one as Paul, the aged, but also a prisoner of Jesus Christ.
10
ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।
10
I beg you for my child, whom I have become the father of in my chains, Onesimus,
11
ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
11
who once was useless to you, but now is useful to you and to me.
12
ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।
12
I am sending him back. Therefore receive him, that is, my own heart,
13
ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।
13
whom I desired to keep with me, that on your behalf he might serve me in my chains for the gospel.
14
କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।
14
But I was willing to do nothing without your consent, that your goodness would not be as of necessity, but of free will.
15
ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।
15
For perhaps he was therefore separated from you for a while, that you would have him forever,
16
ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।
16
no longer as a slave, but more than a slave, a beloved brother, especially to me, but how much rather to you, both in the flesh and in the Lord.
17
ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।
17
If then you count me a partner, receive him as you would receive me.
18
ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
18
But if he has wronged you at all, or owes you anything, put that to my account.
19
ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।
19
I, Paul, write this with my own hand: I will repay it (not to mention to you that you owe to me even your own self besides).
20
ତେଣୁ ହେ ମାରେ ଭାଇ ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।
20
Yes, brother, let me have joy from you in the Lord. Refresh my heart in the Lord.
21
ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।
21
Having confidence in your obedience, I write to you, knowing that you will do even beyond what I say.
22
ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।
22
Also, prepare a guest room for me, for I hope that through your prayers I will be restored to you.
23
ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
23
Epaphras, my fellow prisoner in Christ Jesus, greets you,
24
ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
24
as do Mark, Aristarchus, Demas, and Luke, my fellow workers.
25
ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
25
The grace of our Lord Jesus Christ be with your spirit. Amen.
Choose Theme