Home
Bibles
Bible Study with Steffi
Parallel ହିତୋପଦେଶ 14
Aa
Parallel ହିତୋପଦେଶ
Chapter 14
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।
1
Every wise woman builds her house, But the foolish one tears it down with her own hands.
2
ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।
2
He who walks in his uprightness fears Yahweh, But he who is perverse in his ways despises him.
3
ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।
3
The fool's talk brings a rod to his back, But the lips of the wise protect them.
4
ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।
4
Where no oxen are, the crib is clean, But much increase is by the strength of the ox.
5
ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।
5
A truthful witness will not lie, But a false witness pours out lies.
6
ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।
6
A scoffer seeks wisdom, and doesn't find it, But knowledge comes easily to a discerning person.
7
ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।
7
Stay away from a foolish man, For you won't find knowledge on his lips.
8
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।
8
The wisdom of the prudent is to think about his way, But the folly of fools is deceit.
9
ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।
9
Fools mock at making atonement for sins, But among the upright there is good will.
10
ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।
10
The heart knows its own bitterness and joy; He will not share these with a stranger.
11
ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।
11
The house of the wicked will be overthrown, But the tent of the upright will flourish.
12
ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।
12
There is a way which seems right to a man, But in the end it leads to death.
13
ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।
13
Even in laughter the heart may be sorrowful, And mirth may end in heaviness.
14
ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।
14
The unfaithful will be repaid for his own ways; Likewise a good man will be rewarded for his ways.
15
ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।
15
A simple man believes everything, But the prudent man carefully considers his ways.
16
ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
16
A wise man fears, and shuns evil, But the fool is hotheaded and reckless.
17
ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।
17
He who is quick to become angry will commit folly, And a crafty man is hated.
18
ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।
18
The simple inherit folly, But the prudent are crowned with knowledge.
19
ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।
19
The evil bow down before the good, And the wicked, at the gates of the righteous.
20
ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।
20
The poor person is shunned even by his own neighbor, But the rich person has many friends.
21
ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।
21
He who despises his neighbor sins, But blessed is he who has pity on the poor.
22
ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।
22
Don't they go astray who plot evil? But love and faithfulness belong to those who plan good.
23
ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।
23
In all hard work there is profit, But the talk of the lips leads only to poverty.
24
ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।
24
The crown of the wise is their riches, But the folly of fools crowns them with folly.
25
ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।
25
A truthful witness saves souls, But a false witness is deceitful.
26
ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।
26
In the fear of Yahweh is a secure fortress, And he will be a refuge for his children.
27
ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।
27
The fear of Yahweh is a fountain of life, Turning people from the snares of death.
28
ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।
28
In the multitude of people is the king's glory, But in the lack of people is the destruction of the prince.
29
ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।
29
He who is slow to anger has great understanding, But he who has a quick temper displays folly.
30
ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।
30
The life of the body is a heart at peace, But envy rots the bones.
31
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।
31
He who oppresses the poor shows contempt for his Maker, But he who is kind to the needy honors him.
32
ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।
32
The wicked is brought down in his calamity, But in death, the righteous has a refuge.
33
ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।
33
Wisdom rests in the heart of one who has understanding, And is even made known in the inward part of fools.
34
ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।
34
Righteousness exalts a nation, But sin is a disgrace to any people.
35
ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି।
35
The king's favor is toward a servant who deals wisely, But his wrath is toward one who causes shame.
Choose Theme