Home
Bibles
Bible Study with Steffi
Parallel ହିତୋପଦେଶ 29
Aa
Parallel ହିତୋପଦେଶ
Chapter 29
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।
1
He who is often rebuked and stiffens his neck Will be destroyed suddenly, with no remedy.
2
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କତ୍ତୃର୍ତ୍ବ ପାଇଲେ, ଲୋକମାନେ ଆର୍ତ୍ତସ୍ବର କରନ୍ତି।
2
When the righteous thrive, the people rejoice; But when the wicked rule, the people groan.
3
ଯେଉଁ ପୁତ୍ର ଜ୍ଞାନକୁ ସ୍ନହେ କରେ, ସେ ଆପଣା ପିତାକୁ ଖୁସି ରେଖ। ମାତ୍ର ଯେ ବେଶ୍ଯାମାନଙ୍କଠା ରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
3
Whoever loves wisdom brings joy to his father; But a companion of prostitutes squanders his wealth.
4
ରାଜା ସୁବିଚାର ଦ୍ବାରା ତାଙ୍କର ଦେଶକୁ ପ୍ରତିଷ୍ଠିତ କରେ। କିନ୍ତୁ ଜଣେ ୟିଏ ଲାଞ୍ଚକୁ ଭଲପାଏ, ସେ ଏହାକୁ ଧ୍ବଂସ କରେ।
4
The king by justice makes the land stable, But he who takes bribes tears it down.
5
ଯେଉଁଲୋକ ଆପଣା ପ୍ରତିବେଶୀର ଚାଟୁବାଦ କରେ, ସେ ତା'ର ପାଦ ପାଇଁ ଫାନ୍ଦ ବିଛାଏ।
5
A man who flatters his neighbor, Spreads a net for his feet.
6
ମନ୍ଦ ଲୋକର ଅଧର୍ମ ରେ ଫାନ୍ଦ ଥାଏ, ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ।
6
An evil man is snared by his sin, But the righteous can sing and be glad.
7
ଧାର୍ମିକ ଲୋକ ଦରିଦ୍ର ଲୋକର ନ୍ଯାଯ ପାଇଁ ଯତ୍ନବାନ୍ ଥାନ୍ତି। ମାତ୍ର ତାହା ଜାଣିବା ପାଇଁ ମୂର୍ଖ ଲୋକର ବୁଦ୍ଧି ନାହିଁ।
7
The righteous care about justice for the poor. The wicked aren't concerned about knowledge.
8
ନିନ୍ଦକ ମନୁଷ୍ଯ ନଗର ରେ ଅସୁବିଧା ପ୍ରଜ୍ଜ୍ବଳିତ କରନ୍ତି। କିନ୍ତୁ ଜ୍ଞାନୀ ମନୁଷ୍ଯମାନେ କୋରଧକୁ ଶାନ୍ତ କରନ୍ତି।
8
Mockers stir up a city, But wise men turn away anger.
9
ଯେତବେେଳେ ଜଣେ ଜ୍ଞାନୀ ମୂର୍ଖ ସାଙ୍ଗ ରେ ବିଚାରାଳଯକୁ ୟାଏ, ମୂର୍ଖ ଲୋକ ରାଗି ୟାଏ ଏବଂ ୟୁକ୍ତି କରେ ଏବଂ ସଠାେ ରେ ବିବାଦର ସମ୍ପୂର୍ଣ୍ଣ ସମାପ୍ତି ନ ଥାଏ।
9
If a wise man goes to court with a foolish man, The fool rages or scoffs, and there is no peace.
10
ରକ୍ତପାତ ପ୍ରିଯ ଲୋକମାନେ, ସିଦ୍ଧ ବ୍ଯକ୍ତିକୁ ଘୃଣା କରନ୍ତି। କିନ୍ତୁ ନ୍ଯାଯବାନ ଲୋକ ତା'ର ଜୀବନକୁ ରକ୍ଷା କରେ।
10
The bloodthirsty hate a man of integrity; And they seek the life of the upright.
11
ମୂର୍ଖ ଆପଣାର ସବୁ କୋରଧ ପ୍ରକାଶ କରେ। ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତକରେ।
11
A fool vents all of his anger, But a wise man brings himself under control.
12
ଶାସନକର୍ତ୍ତା ଯଦି ମିଥ୍ଯାକୁ ଶୁଣନ୍ତି, ତବେେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହବେେ।
12
If a ruler listens to lies, All of his officials are wicked.
13
ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି।
13
The poor man and the oppressor have this in common: Yahweh gives sight to the eyes of both.
14
ଯେଉଁ ରାଜା ବିଶ୍ବସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହବେ।
14
The king who fairly judges the poor, His throne shall be established forever.
15
ବାଡ଼ି ଓ ଅନୁୟୋଗ ଜ୍ଞାନ ଦିଏ। ମାତ୍ର ପିଲାକୁ ତା'ର ଇଚ୍ଛା ରେ ଛାଡ଼ି ଦେଲେ, ସେ ତା'ର ମାତାକୁ ଲଜ୍ଜ୍ଯା ଦିଏ।
15
The rod of correction gives wisdom, But a child left to himself causes shame to his mother.
16
ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ। ମାତ୍ର ଧାର୍ମିକମାନେ ସମାନଙ୍କେର ନିପାଦ ଦେଖିବେ।
16
When the wicked increase, sin increases; But the righteous will see their downfall.
17
ଯଦି ତୁମ୍ଭେ ତୁମ୍ଭର ପୁତ୍ରକୁ ଅନୁଶାସନ କର, ସେ ତୁମ୍ଭକୁ ଶାନ୍ତି ଆଣି ଦବେ ଏବଂ ତୁମ୍ଭର ପ୍ରାଣକୁ ଆନନ୍ଦ ଆଣିଦବେ।
17
Correct your son, and he will give you peace; Yes, he will bring delight to your soul.
18
ଯଦି ଏକ ଜାତି ପରମେଶ୍ବରଙ୍କର ପ୍ରକାଶିତବାକ୍ଯ ଦ୍ବାରା ନ ଚାଲେ, ଲୋକମାନେ ବିଶୃଙ୍ଖଳିତ ହୁଅନ୍ତି। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କର ନିଯମ ମାନି ଚଳେ, ସେ ଆଶୀର୍ବାଦ ପାଏ।
18
Where there is no revelation, the people cast off restraint; But one who keeps the law is blessed.
19
ମାତ୍ର କଥା ରେ ସବେକକୁ ସଂଶୋଧିତ କରାୟାଇ ପାରିବ ନାହିଁ, କାରଣ ଯଦିଓ ସେ ବୁଝେ ସେ ପ୍ରତିକ୍ରିଯା କରେ ନାହିଁ।
19
A servant can't be corrected by words. Though he understands, yet he will not respond.
20
ଯଦି ଜଣେ କିଛି ଚିନ୍ତା ନ କରି କିଛି କ ହେ, ତା ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠା ରେ ଭରସା ରଖିଲେ ଭଲ।
20
Do you see a man who is hasty in his words? There is more hope for a fool than for him.
21
ଯଦି ତୁମ୍ଭେ ତୁମ୍ଭ ସବେକକୁ ତା'ର ବାଲ୍ଯକାଳରୁ ଅଧିକ ପ୍ରଶ୍ରଯ ଦିଅ, ସେ ଜିଦ୍ଖୋର୍ ସବେକ ହାଇଯେିବ।
21
He who pampers his servant from youth Will have him become a son in the end.
22
ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତକେ ପାପ କରିବସନ୍ତି।
22
An angry man stirs up strife, And a wrathful man abounds in sin.
23
ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।
23
A man's pride brings him low, But one of lowly spirit gains honor.
24
ଚୋରର ଭାଗିଦାର ଆପଣା ପ୍ରାଣକୁ ଘୃଣା କରେ। ଯଦି ସେ ବିଚାରାଳଯ ରେ ବାଧ୍ଯ ହୁଏ କହିବାକୁ, ତବେେ ସେ ସତ୍ଯ କହିବାକୁ ବହୁତ ଭୟ କରିବ।
24
Whoever is an accomplice of a thief is an enemy of his own soul. He takes an oath, but dares not testify.
25
ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।
25
The fear of man proves to be a snare, But whoever puts his trust in Yahweh is kept safe.
26
ଅନକେ ଶାସନକର୍ତ୍ତାର ପାଖରୁ ନ୍ଯାଯ ପାଇଁ ଇଚ୍ଛା କରନ୍ତି। ମାତ୍ର ମନୁଷ୍ଯର ପ୍ରକୃତ ବିଚାର ସଦାପ୍ରଭୁଙ୍କଠାରୁ ଆସିଥାଏ।
26
Many seek the ruler's favor, But a man's justice comes from Yahweh.
27
ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷଯ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷଯ ହୁଏ।
27
A dishonest man detests the righteous, And the upright in their ways detest the wicked.
Choose Theme