Home
Bibles
☰ Books
Bible Study with Steffi
Parallel ଗୀତସଂହିତା 106
Aa
Parallel ଗୀତସଂହିତା
Chapter 106
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କର ଧନ୍ଯବାଦ କର, କାରଣ ସେ ଉତ୍ତମ !ତାଙ୍କର ପ୍ରମେ ଅନନ୍ତକାଳସ୍ଥାଯୀ !
1
Praise Yahweh! Give thanks to Yahweh, for he is good, For his loving kindness endures forever.
2
ସଦାପ୍ରଭୁଙ୍କୁ କହେି ବର୍ଣ୍ଣନା କରିପାରିବେ ନାହିଁ। ତାଙ୍କର ପୂର୍ଣ୍ଣ ପ୍ରଶଂସା କହେି କରିପାରିବେ ନାହିଁ।
2
Who can utter the mighty acts of Yahweh, Or fully declare all his praise?
3
ଯେଉଁ ଲୋକେ ପରମେଶ୍ବରଙ୍କ ନିର୍ଦ୍ଦଶେ ମାନନ୍ତି ସମାନେେ ଖୁସି ରହନ୍ତି। ୟିଏ ସର୍ବଦା ସୁକାର୍ୟ୍ଯ କରିଥାନ୍ତି।
3
Blessed are those who keep justice. Blesssed is one who does what is right at all times.
4
ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟାକଲା ସମଯରେ ମାେତେ ଟିକେ ମନେ ପକାଅ। ମାେତେ ମଧ୍ଯ ଉଦ୍ଧାର କରିବାକୁ ମନେପକାଅ।
4
Remember me, Yahweh, with the favor that you show to your people. Visit me with your salvation,
5
ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ୟ୍ଯରେ ନିଯୋଜିତ ହବୋକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।
5
That I may see the prosperity of your chosen, That I may rejoice in the gladness of your nation, That I may glory with your inheritance.
6
ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।
6
We have sinned with our fathers. We have committed iniquity. We have done wickedly.
7
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ୟ୍ଯ କ୍ରିଯାମାନ ଦଖାଇେଥିଲା ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାଁନ୍ତି। ତୁମ୍ଭର ବହୁତ ଦୟାର କାମକୁ ସମାନେେ ମନେ ରଖିଲେ ନାହିଁ। ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।
7
Our fathers didn't understand your wonders in Egypt. They didn't remember the multitude of your loving kindnesses, But were rebellious at the sea, even at the Red Sea.
8
କିନ୍ତୁ ପରମେଶ୍ବର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ। ସେ ତାଙ୍କର ମହାଶକ୍ତିର ପରିଚଯ ଦବୋ ପାଇଁ ସମାନଙ୍କେୁ ରକ୍ଷା କଲେ।
8
Nevertheless he saved them for his name's sake, That he might make his mighty power known.
9
ପରମେଶ୍ବର ନିର୍ଦ୍ଦଶେ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ସହେି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନଲେେ, ମରୁଭୂମିରେ ଚଳାଇବା ପରି।
9
He rebuked the Red Sea also, and it was dried up; So he led them through the depths, as through a desert.
10
ପରମେଶ୍ବର ଆମ୍ଭର ପୂର୍ବପୁରୁଷମାନଙ୍କୁ ସମାନଙ୍କେର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ !ସମାନଙ୍କେର ଶତ୍ରୁମାନଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କଲେ।
10
He saved them from the hand of him who hated them, And redeemed them from the hand of the enemy.
11
ପରମେଶ୍ବର ଜଳରାଶିଦ୍ବାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ। ସମାନଙ୍କେ ମଧ୍ଯରୁ ଜଣେ କହେି ରକ୍ଷା ପାଇଲେ ନାହିଁ।
11
The waters covered their adversaries. There was not one of them left.
12
ଏହାପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ବର ୟାହା କଲେ ତାହା ବିଶ୍ବାସ କଲେ। ସମାନେେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
12
Then they believed his words. They sang his praise.
13
କିନ୍ତୁ ପରମେଶ୍ବର କରିଥିବା କାର୍ୟ୍ଯଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ। ସମାନେେ ପରମେଶ୍ବରଙ୍କ ଉପଦେଶ ଶୁଣିଲେ ନାହିଁ।
13
They soon forgot his works. They didn't wait for his counsel,
14
ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶଯ ଲୋଭଗ୍ରସ୍ତ ହେଲେ ଓ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କଲେ।
14
But gave in to craving in the desert, And tested God in the wasteland.
15
କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ। କିନ୍ତୁ ପରମେଶ୍ବର ସମାନଙ୍କେୁ ଭୟଙ୍କର ରୋଗ ଦେଲେ।
15
He gave them their request, But sent leanness into their soul.
16
ଲୋକମାନେ ମାଶାଙ୍କେ ପ୍ରତି ଇର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ୟାଜକ ହାରୋଣଙ୍କ ପ୍ରତି ଇର୍ଷାପରାଯଣ ହେଲେ।
16
They envied Moses also in the camp, And Aaron, Yahweh's saint.
17
ତଣେୁ ପରମେଶ୍ବର ସହେି ଇର୍ଷାପରାଯଣ ଲୋକମାନଙ୍କୁ ଦଣ୍ଡିତ କଲେ। ପୃଥିବୀ ଫାଟି ୟାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ଯ ଗ୍ରାସ କଲା ପୁଣି ୟୋଡ଼ି ହାଇଗେଲା।
17
The earth opened and swallowed up Dathan, And covered the company of Abiram.
18
ଏହାପରେ ସମାନଙ୍କେ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ଜ୍ବଳିତ ହେଲା। ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
18
A fire was kindled in their company. The flame burned up the wicked.
19
ସହେି ଲୋକମାନେ ହୋରବରେେ ଏକ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢ଼ଳା ପ୍ରତିମାକୁ ପୂଜା କଲେ।
19
They made a calf in Horeb, And worshiped a molten image.
20
ସହେି ଲୋକମାନେ ମହିମାନ୍ବିତ ପରମେଶ୍ବରଙ୍କର ଏକ ତୃଣଭକ୍ଷଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବପୋର କଲେ।
20
Thus they exchanged their glory For an image of a bull that eats grass.
21
ପରମେଶ୍ବର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ କିନ୍ତୁ ସମାନେେ ତାଙ୍କ ବିଷଯରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସମାନଙ୍କେ ପାଇଁ ମିଶରରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।
21
They forgot God, their Savior, Who had done great things in Egypt,
22
ପରମେଶ୍ବର ହାମାେସ ଦେଶରେ ଆଶ୍ଚର୍ୟ୍ଯ କ୍ରିଯାମାନ କଲେ। ପରମେଶ୍ବର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ୟ୍ଯସାଧନ କରିଥିଲେ।
22
Wondrous works in the land of Ham, And awesome things by the Red Sea.
23
ପରମେଶ୍ବର ଚାହିଁଥିଲେ ସହେି ଲୋକମାନଙ୍କୁ ସଂପୂର୍ଣ୍ଣ ଧ୍ବଂସ କରିବାକୁ କିନ୍ତୁ ମାଶାେ ତାହାଙ୍କ ମନୋନୀତ ବ୍ଯକ୍ତି ତାଙ୍କର କୋପ ଫରୋଇବା ନିମନ୍ତେ ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନାଶ କଲେ ନାହିଁ।
23
Therefore he said that he would destroy them, Had Moses, his chosen, not stood before him in the breach, To turn away his wrath, so that he wouldn't destroy them.
24
କିନ୍ତୁ ତା'ପରେ ସହେି ଲୋକମାନେ କିଣାନର ଆଶ୍ଚର୍ୟ୍ଯ ପୂର୍ଣ୍ଣ ସ୍ଥାନକୁ ୟିବାପାଇଁ ମନା କଲେ। ସମାନେେ ପରମେଶ୍ବରଙ୍କୁ ବିଶ୍ବାସ କଲେ ନାହିଁ ୟେ ପରମେଶ୍ବର ସଠାେରେ ବାସ କରୁଥିବା ଲୋକମାନଙ୍କୁ ସାହାୟ୍ଯ କରିବେ।
24
Yes, they despised the pleasant land. They didn't believe his word,
25
ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ବରଙ୍କୁ ମାନିବାକୁ ମନା କଲେ ଏବଂ ସମାନଙ୍କେ ଗୃହରେ ସମାନେେ ଅଭିଯୋଗ କଲେ।
25
But murmured in their tents, And didn't listen to Yahweh's voice.
26
ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।
26
Therefore he swore to them That he would overthrow them in the wilderness,
27
ପରମେଶ୍ବର ପ୍ରତିଜ୍ଞା କଲେ ୟେ, ଅନ୍ୟ ଦେଶରେ ସହେି ଲୋକମାନଙ୍କର ଭବିଷ୍ଯତ୍ ବଂଶଧରଙ୍କୁ ପରାସ୍ତ କରିବେ। ସହେି ଅନ୍ୟ ଦେଶ ମଧ୍ୟରେ ସେ ସମାନଙ୍କେ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।
27
That he would overthrow their seed among the nations, And scatter them in the lands.
28
ଏହାପରେ ପରମେଶ୍ବରଙ୍କ ଲୋକମାନେ ବାଲ୍-ପିୟୋର ସବୋ କଲେ। ସମାନେେ ଅନ୍ୟ ଦବେତାମାନଙ୍କଠାରେ ବଳି ଦିଆୟାଇଥିବା ପଶୁମାନଙ୍କର ମାଂସ ଭକ୍ଷଣ କଲେ।
28
They joined themselves also to Baal Peor, And ate the sacrifices of the dead.
29
ପରମେଶ୍ବର ସମାନଙ୍କେ ଉପରେ କୋର୍ଧ ପ୍ରକାଶ କଲେ। ତଣେୁ ସେ ସମାନଙ୍କେ ମଧ୍ୟରେ ମହାମାରୀ ପ୍ରଦର୍ଶନ ହେଲା।
29
Thus they provoked him to anger with their deeds. The plague broke in on them.
30
କିନ୍ତୁ ପୀନହସ୍ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ତା'ର ମହାମାରୀ ଦୂର କଲେ।
30
Then Phinehas stood up, and executed judgment, So the plague was stopped.
31
ପରମେଶ୍ବର ଜାଣିଲେ ପୀନହସ୍ ସୁକର୍ମ କଲା। ପରମେଶ୍ବର ତାଙ୍କୁ ଅନନ୍ତକାଳ ମନେ ରଖିଲେ।
31
That was credited to him for righteousness, For all generations to come.
32
ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ, ତଣେୁ ସମାନଙ୍କେ ସକାଶୁ ମାଶାଙ୍କେୁ ବହୁତ ବିପଦ ଘଟିଲା।
32
They angered him also at the waters of Meribah, So that Moses was troubled for their sakes;
33
ସେ ଲୋକମାନେ ମାଶାଙ୍କେୁ ବିରକ୍ତ କଲେ। ତଣେୁ ମାଶାେ କିଛି ନ ବିଚାରି କହିବାକୁ ଲାଗିଲେ।
33
Because they were rebellious against his spirit, He spoke rashly with his lips.
34
କିଣାନୀଯଠାରେ ରହୁଥିବା ଅନ୍ୟ ବିଦେଶୀଯମାନଙ୍କୁ ନଷ୍ଟ କରିବା ପାଇଁ ପରମେଶ୍ବର କହିଲେ, କିନ୍ତୁ ଇଶ୍ରାୟେଲୀୟମାନେ ତାଙ୍କ କଥା ମାନିଲେ ନାହିଁ।
34
They didn't destroy the peoples, As Yahweh commanded them,
35
ସମାନେେ ଅନ୍ୟଦେଶୀଯଙ୍କ ସଙ୍ଗେ ମିଶିଲେ ଏବଂ ସମାନଙ୍କେ କ୍ରିଯାସକଳ କଲେ।
35
But mixed themselves with the nations, And learned their works.
36
ପରମେଶ୍ବରଙ୍କ ଲୋକମାନେ ଦବେତାମାନଙ୍କୁ ପୂଜା କରିବାକୁ ଆରମ୍ଭ୍ କଲେ, ୟାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସହେି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।
36
They served their idols, Which became a snare to them.
37
ଏପରିକି ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର ପିଲାମାନଙ୍କୁ ଅନ୍ୟ ଦବେତାଙ୍କ ନିକଟରେ ବଳି ଦେଲେ।
37
Yes, they sacrificed their sons and their daughters to demons.
38
ପରମେଶ୍ବରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ଯା କଲେ। ସମାନେେ ମଧ୍ଯ ସମାନଙ୍କେ ନିଜ ସନ୍ତାନମାନଙ୍କୁ ହତ୍ଯା କରି ମିଥ୍ଯା ଦବଗେଣ ନିକଟରେ ବଳି ଦେଲେ। ତଣେୁ ଭୂମି, ହତ୍ଯା ପାପରେ ଦୂଷିତ ହାଇଗେଲା।
38
They shed innocent blood, Even the blood of their sons and of their daughters, Whom they sacrificed to the idols of Canaan. The land was polluted with blood.
39
ତଣେୁ ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର କାର୍ୟ୍ଯଦ୍ବାରା ଅପବିତ୍ର ହାଇେଥିଲେ। ପରମେଶ୍ବରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ବାସୀ ହେଲେ ନାହିଁ। ଅନ୍ୟ ଦେଶୀଯ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ଯ ସପରେି କାର୍ୟ୍ଯ କଲେ।
39
Thus were they defiled with their works, And prostituted themselves in their deeds.
40
ଏହି ହତେୁ, ସଦାପ୍ରଭୁ ତାଙ୍କର ଲୋକମାନଙ୍କ ସହିତ ବହୁତ କୋର୍ଧ କଲେ। ପରମେଶ୍ବର ସମାନଙ୍କେ ପ୍ରତି ବିରକ୍ତ ହେଲେ।
40
Therefore Yahweh burned with anger against his people. He abhorred his inheritance.
41
ପରମେଶ୍ବର ସମାନଙ୍କେୁ ଅନ୍ୟ ଦେଶୀଯମାନଙ୍କ ହସ୍ତରେ ସମର୍ପଣ କଲେ ଓ ସମାନଙ୍କେ ଶତ୍ରୁମାନେ ସମାନଙ୍କେ ଉପରେ ଶାସନ କଲେ।
41
He gave them into the hand of the nations. Those who hated them ruled over them.
42
ପରମେଶ୍ବରଙ୍କ ଲୋକମାନଙ୍କର ଶତ୍ରୁମାନେ ସମାନଙ୍କେୁ ନିଯନ୍ତ୍ରଣ କଲେ ଏବଂ ସମାନଙ୍କେର ଜୀବନ ଦୁଃର୍ବିସହ ହାଇଗେଲା।
42
Their enemies also oppressed them. They were brought into subjection under their hand.
43
ଅନକେ ଥର ପରମେଶ୍ବର ସମାନଙ୍କେୁ ଉଦ୍ଧାର କଲେ। ମାତ୍ର ସମାନେେ କ୍ରମାଗତ ପରମେଶ୍ବରଙ୍କ ବିଦ୍ରୋହୀ ହେଲେ ଏବଂ ଆପଣା ଇଚ୍ଛାନୁସାରେ କାର୍ୟ୍ଯରେ ବହୁତ ଗଭୀର ପର୍ୟ୍ଯନ୍ତ ବୁଡ଼ିଗଲେ।
43
Many times he delivered them, But they were rebellious in their counsel, And were brought low in their iniquity.
44
କିନ୍ତୁ ଯେତବେେଳେ ପରମେଶ୍ବରଙ୍କ ଲୋକ ବିପଦରେ ପଡ଼ିଲେ ସମାନେେ ସର୍ବଦା ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ ଡାକିଲେ। ଏବଂ ପ୍ରେତ୍ୟକକ ଥର ପରମେଶ୍ବର ସମାନଙ୍କେ ପ୍ରାର୍ଥନା ଶୁଣିଲେ।
44
Nevertheless he regarded their distress, When he heard their cry.
45
ପରମେଶ୍ବର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦବୋରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
45
He remembered for them his covenant, And repented according to the multitude of his loving kindnesses.
46
ସେ ସମାନଙ୍କେର ସମସ୍ତଙ୍କୁ ବନ୍ଦି କରିଥିବା ମନରେ ଦୟା ଦଖାଇେଲେ।
46
He made them also to be pitied By all those who carried them captive.
47
ହେ ସଦାପ୍ରଭୁ ପରମେଶ୍ବର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ବର ଆମ୍ଭମାନଙ୍କୁ ଅନ୍ୟ ଦେଶୀଯମାନଙ୍କଠାରୁ ଫରୋଇ ଆଣ। ୟପରେିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରିପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହାଇପୋରିବୁ।
47
Save us, Yahweh, our God, Gather us from among the nations, To give thanks to your holy name, To triumph in your praise!
48
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।
48
Blessed be Yahweh, the God of Israel, From everlasting even to everlasting! Let all the people say, "Amen." Praise Yah!
Choose Theme