Home
Bibles
Bible Study with Steffi
Parallel ଗୀତସଂହିତା 127
Aa
Parallel ଗୀତସଂହିତା
Chapter 127
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।
1
A Song of Ascents. By Solomon. Unless Yahweh builds the house, They labor in vain who build it. Unless Yahweh watches over the city, The watchman guards it in vain.
2
ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।
2
It is vain for you to rise up early, To stay up late, Eating the bread of toil; For he gives sleep to his loved ones.
3
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
3
Behold, children are a heritage of Yahweh. The fruit of the womb is his reward.
4
ୟୁବକର ପୁତ୍ରଗଣ ଏକ ସୈନ୍ଯର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
4
As arrows in the hand of a mighty man, So are the children of youth.
5
ସହେି ବ୍ଯକ୍ତି ଭାଗ୍ଯବାନ, ଯେଉଁ ବ୍ଯକ୍ତିର କବେବେି ପରାସ୍ତ ହବେ ନାହିଁ, ଯେତବେେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ଯବାନ୍।
5
Happy is the man who has his quiver full of them. They won't be disappointed when they speak with their enemies in the gate.
Choose Theme