ଗୀତସଂହିତା 129:8
Parallel verse
ଓଡ଼ିଆ ବାଇବେଲ · World English BibleChange versions
ଓଡ଼ିଆ ବାଇବେଲ
ତାଙ୍କ ବାଟ ଦଇେ ଯାଉଥିବା ଲୋକମାନେ କହନ୍ତି ନାହିଁ, ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ। କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।
World English Bible
Neither do those who go by say, "The blessing of Yahweh be on you. We bless you in the name of Yahweh."