Home
Bibles
Bible Study with Steffi
Parallel ଗୀତସଂହିତା 136
Aa
Parallel ଗୀତସଂହିତା
Chapter 136
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
1
Give thanks to Yahweh, for he is good; For his loving kindness endures forever.
2
ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
2
Give thanks to the God of gods; For his loving kindness endures forever.
3
ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
3
Give thanks to the Lord of lords; For his loving kindness endures forever:
4
ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
4
To him who alone does great wonders; For his loving kindness endures forever:
5
ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
5
To him who by understanding made the heavens; For his loving kindness endures forever:
6
ପରମେଶ୍ବର ୟେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
6
To him who spread out the earth above the waters; For his loving kindness endures forever:
7
ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
7
To him who made the great lights; For his loving kindness endures forever:
8
ପରମେଶ୍ବର ଦିବସରେ କତ୍ତୃର୍ତ୍ବ କରିବା ପାଇଁ ସୂର୍ୟ୍ଯକୁ ସୃଷ୍ଟି କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
8
The sun to rule by day; For his loving kindness endures forever;
9
ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
9
The moon and stars to rule by night; For his loving kindness endures forever:
10
ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
10
To him who struck down the Egyptian firstborn; For his loving kindness endures forever;
11
ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
11
And brought out Israel from among them; For his loving kindness endures forever;
12
ପରମେଶ୍ବର ତାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦଖାଇେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
12
With a strong hand, and with an outstretched arm; For his loving kindness endures forever:
13
ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ।
13
To him who divided the Red Sea apart; For his loving kindness endures forever;
14
ପରମେଶ୍ବର ଇଶ୍ରାୟେଲକୁ ଏଥି ମଧ୍ୟରେ ଗମନ କରାଇଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
14
And made Israel to pass through the midst of it; For his loving kindness endures forever;
15
ପରମେଶ୍ବର ଫାରୋ ସ ତାହାର ସୈନ୍ଯଗଣଙ୍କୁ ସୁଫ ସାଗରରେ ବୁଡ଼ାଇ ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
15
But overthrew Pharaoh and his host in the Red Sea; For his loving kindness endures forever:
16
ପରମେଶ୍ବର ମରୁଭୂମି ଦଇେ ଆପଣା ଲୋକମାନଙ୍କୁ ଆଗଇେ ନଲେେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
16
To him who led his people through the wilderness; For his loving kindness endures forever:
17
ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
17
To him who struck great kings; For his loving kindness endures forever;
18
ପରମେଶ୍ବର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
18
And killed mighty kings; For his loving kindness endures forever:
19
ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
19
Sihon king of the Amorites; For his loving kindness endures forever;
20
ପରମେଶ୍ବର ବାଶନର ରାଜା ଓଗକୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
20
Og king of Bashan; For his loving kindness endures forever;
21
ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
21
And gave their land as an inheritance; For his loving kindness endures forever;
22
ପରମେଶ୍ବର ସହେି ଭୂମିକୁ ଇଶ୍ରାୟେଲଙ୍କୁ ଦାନ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
22
Even a heritage to Israel his servant; For his loving kindness endures forever:
23
ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
23
Who remembered us in our low estate; For his loving kindness endures forever;
24
ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
24
And has delivered us from our adversaries; For his loving kindness endures forever:
25
ପରମେଶ୍ବର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ୟୋଗାନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
25
Who gives food to every creature; For his loving kindness endures forever.
26
ସ୍ବର୍ଗର ପରମେଶ୍ବରଙ୍କ ପ୍ରଶଂସା କର !ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
26
Oh give thanks to the God of heaven; For his loving kindness endures forever.
Choose Theme