Home
Bibles
Bible Study with Steffi
Parallel ଗୀତସଂହିତା 149
Aa
Parallel ଗୀତସଂହିତା
Chapter 149
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
1
Praise Yahweh! Sing to Yahweh a new song, His praise in the assembly of the saints.
2
ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
2
Let Israel rejoice in him who made them. Let the children of Zion be joyful in their King.
3
ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।
3
Let them praise his name in the dance! Let them sing praises to him with tambourine and harp!
4
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।
4
For Yahweh takes pleasure in his people. He crowns the humble with salvation.
5
ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।
5
Let the saints rejoice in honor. Let them sing for joy on their beds.
6
ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।
6
May the high praises of God be in their mouths, And a two-edged sword in their hand;
7
ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।
7
To execute vengeance on the nations, And punishments on the peoples;
8
ପରମେଶ୍ବରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
8
To bind their kings with chains, And their nobles with fetters of iron;
9
ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
9
To execute on them the written judgment. All his saints have this honor. Praise Yah!
Choose Theme