Home
Bibles
Bible Study with Steffi
Parallel ଗୀତସଂହିତା 47
Aa
Parallel ଗୀତସଂହିତା
Chapter 47
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
1
For the Chief Musician. A Psalm by the sons of Korah. Oh clap your hands, all you nations. Shout to God with the voice of triumph!
2
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।
2
For Yahweh Most High is awesome. He is a great King over all the earth.
3
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
3
He subdues nations under us, And peoples under our feet.
4
ପରମେଶ୍ବର ଆମ୍ଭମାନଙ୍କୁ ଦେଶ ଦବୋ ପାଇଁ ମନୋନୀତ କରିଛନ୍ତି। ସେ ୟାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥଲେ।
4
He chooses our inheritance for us, The glory of Jacob whom he loved. Selah.
5
ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ।
5
God has gone up with a shout, Yahweh with the sound of a trumpet.
6
ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
6
Sing praise to God, sing praises. Sing praises to our King, sing praises.
7
ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର।
7
For God is the King of all the earth. Sing praises with understanding.
8
ପରମେଶ୍ବର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ବର ସମସ୍ତ ରାଜ୍ଯମାନଙ୍କୁ ଶାସନ କରନ୍ତି।
8
God reigns over the nations. God sits on his holy throne.
9
ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି।
9
The princes of the peoples are gathered together, The people of the God of Abraham. For the shields of the earth belong to God. He is greatly exalted!
Choose Theme