Home
Bibles
Bible Study with Steffi
Parallel ଗୀତସଂହିତା 98
Aa
Parallel ଗୀତସଂହିତା
Chapter 98
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !
1
A Psalm. Sing to Yahweh a new song, For he has done marvelous things! His right hand, and his holy arm, have worked salvation for him.
2
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।
2
Yahweh has made known his salvation. He has openly shown his righteousness in the sight of the nations.
3
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।
3
He has remembered his loving kindness and his faithfulness toward the house of Israel. All the ends of the earth have seen the salvation of our God.
4
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4
Make a joyful noise to Yahweh, all the earth! Burst out and sing for joy, yes, sing praises!
5
ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।
5
Sing praises to Yahweh with the harp, With the harp and the voice of melody.
6
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6
With trumpets and sound of the ram's horn, Make a joyful noise before the King, Yahweh.
7
ବଂଶୀ ବଜାଅ ଓ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।
7
Let the sea roar with its fullness; The world, and those who dwell therein.
8
ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।
8
Let the rivers clap their hands. Let the mountains sing for joy together.
9
ନଦନଦୀଗଣ କରତାଳି ଦିଅ !ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର। [10] ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଚାର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଚାର ଓ ନ୍ଯାଯ କରିବେ।
9
Let them sing before Yahweh, For he comes to judge the earth. He will judge the world with righteousness, And the peoples with equity.
Choose Theme