Home
Bibles
Bible Study with Steffi
Parallel ଗୀତସଂହିତା 99
Aa
Parallel ଗୀତସଂହିତା
Chapter 99
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।
1
Yahweh reigns! Let the peoples tremble. He sits enthroned among the cherubim. Let the earth be moved.
2
ସଦାପ୍ରଭୁ ସିୟୋନରେ ମହାନ୍ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
2
Yahweh is great in Zion. He is high above all the peoples.
3
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।
3
Let them praise your great and awesome name. He is Holy!
4
ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।
4
The King's strength also loves justice. You do establish equity. You execute justice and righteousness in Jacob.
5
ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
5
Exalt Yahweh our God. Worship at his footstool. He is Holy!
6
ମାଶାେ ଏବଂ ହାରୋଣ ତାଙ୍କର ୟାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁଯଲେ ଥିଲେ ଜଣେ ୟିଏକି, ପରମେଶ୍ବରଙ୍କ ନାମ ଦଇେ ପ୍ରାର୍ଥନା କରିଥିଲେ। ସମାନେେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସମାନଙ୍କେୁ ଉତ୍ତର ଦେଲେ।
6
Moses and Aaron were among his priests, Samuel among those who call on his name; They called on Yahweh, and he answered them.
7
ପରମେଶ୍ବର ଉଚ୍ଚ ମେଘସ୍ତମ୍ଭ ମଧ୍ଯରୁ କହିଲେ, ସମାନେେ ତାଙ୍କର ଆଦେଶ ମାନିଲେ ଏବଂ ସେ ନିଯମ ବ୍ଯବସ୍ଥା ଦେଲେ।
7
He spoke to them in the pillar of cloud. They kept his testimonies, The statute that he gave them.
8
ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର, ତୁମ୍ଭେ ତାଙ୍କ ପ୍ରାର୍ଥନାର ଉତ୍ତର ଦଲେ। ତୁମ୍ଭେ ସମାନଙ୍କେୁ ଦଖାଇେଲ ୟେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ବର ଏବଂ ତୁମ୍ଭେ ସମାନଙ୍କେର କୁକର୍ମ ପାଇଁ ଦଣ୍ଡ ଦିଅ।
8
You answered them, Yahweh our God. You are a God who forgave them, Although you took vengeance for their doings.
9
ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।
9
Exalt Yahweh, our God. Worship at his holy hill, For Yahweh, our God, is holy!
Choose Theme