Home
Bibles
Bible Study with Steffi
Parallel ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10
Aa
Parallel ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
Chapter 10
ଓଡ଼ିଆ ବାଇବେଲ · World English Bible
Change versions
Left Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Right Bible
Bible in Basic English
King James Version
New King James Version
World English Bible
Young's Literal Translation
বাংলা বাইবেল
ગુજરાતી બાઇબલ
हिन्दी बाइबिल
ಕನ್ನಡ ಬೈಬಲ್
മലയാളം ബൈബിൾ
मराठी बायबल
नेपाली बाइबल
ଓଡ଼ିଆ ବାଇବେଲ
தமிழ் பரிசுத்த வேதாகமம்
తెలుగు బైబిల్
Back to ଓଡ଼ିଆ ବାଇବେଲ chapter
Back to World English Bible chapter
ଓଡ଼ିଆ ବାଇବେଲ
World English Bible
1
ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।
1
I saw a mighty angel coming down out of the sky, clothed with a cloud. A rainbow was on his head. His face was like the sun, and his feet like pillars of fire.
2
ସହେି ଦୂତଙ୍କ ହାତ ରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।
2
He had in his hand a little open book. He set his right foot on the sea, and his left on the land.
3
ସେ ସିଂହ ଗର୍ଜନ ପରି ଜାରେ ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତବଜ୍ର ତାହାର ଉତ୍ତର ଦେଲେ।
3
He cried with a loud voice, as a lion roars. When he cried, the seven thunders uttered their voices.
4
ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।
4
When the seven thunders sounded, I was about to write; but I heard a voice from the sky saying, "Seal up the things which the seven thunders said, and don't write them."
5
ତା'ପରେ ସହେି ସ୍ବର୍ଗଦୂତ ଯକେି ସମୁଦ୍ର ଓ ପୃଥିବୀ ଉପରେ ପାଦଦଇେ ଠିଆ ହାଇେଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ବର୍ଗକୁ ଉଠାଇଲେ।
5
The angel who I saw standing on the sea and on the land lifted up his right hand to the sky,
6
ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, ଆଉ ଅଧିକ ବିଳମ୍ବ ହବେ ନାହିଁ।
6
and swore by him who lives forever and ever, who created heaven and the things that are in it, the earth and the things that are in it, and the sea and the things that are in it, that there will no longer be delay,
7
କିନ୍ତୁ ସପ୍ତମ ଦୂତ ସହେି ଦିନମାନଙ୍କ ରେ ତୂରୀ ବଜାନ୍ତେ ପରମେଶ୍ବର ଆପଣା ସବେକ ଭବିଷ୍ଯତ୍ ବକ୍ତାମାନଙ୍କୁ କହିଥିବା ବାକ୍ଯ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହବେ।
7
but in the days of the voice of the seventh angel, when he is about to sound, then the mystery of God is finished, as he declared to his servants, the prophets.
8
ତା'ପରେ ମୁଁ ସହେି ସ୍ବର ସ୍ବର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ବର ମାେତେ କହିଲା, ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହାଇେଥିବା ଦୂତଙ୍କ ହାତରୁ ଖାେଲା ଚର୍ମପତ୍ରଟି ନିଅ।
8
The voice which I heard from heaven, again speaking with me, said, "Go, take the book which is open in the hand of the angel who stands on the sea and on the land."
9
ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।
9
I went to the angel, telling him to give me the little book. He said to me, "Take it, and eat it up. It will make your stomach bitter, but in your mouth it will be as sweet as honey."
10
ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନଲେି ଓ ଖାଇଲି। ମାେ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତବେେଳେ ମୁଁ ଏହାକୁ ଢ଼ୋକିଲି, ପଟେ ରେ ଏହା ଖଟା ଲାଗିଲା।
10
I took the little book out of the angel's hand, and ate it up. It was as sweet as honey in my mouth. When I had eaten it, my stomach was made bitter.
11
ତା'ପରେ ସମାନେେ ମାେତେ କହିଲେ, ଅନକେ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟ ରେ ତୁମ୍ଭକୁ ଆହୁରି ଭବିଷ୍ଯଦ୍ ବାଣୀ କହିବାକୁ ପଡ଼ିବ।
11
They told me, "You must prophesy again over many peoples, nations, languages, and kings."
Choose Theme